ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

ଜୟପୁର(ଟି. ଗୌରି ଶଙ୍କର): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ । ତାଙ୍କୁ କୋରାପୁଟର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଗତ ମାସେ ଧରି ଅସୁସ୍ଥ ହେବା ପରେ ତାଙ୍କୁ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଗତକାଲି ଅଧିକ ଅସୁସ୍ଥ ଅନୁଭବ କରିବା ପରେ ଗୁରୁତର ଅବସ୍ଥାରେ ଲକ୍ଷ୍ମଣ ନାୟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। କମଳାଙ୍କ ରକ୍ତ ଚାପ ବଢିବା ସହିତ କିଡନୀ ସମସ୍ୟା ରହିଛି । ଏବେ […]

kamala-2

Niharika Rout
  • Published: Wednesday, 03 February 2021
  • , Updated: 03 February 2021, 12:01 PM IST

ଜୟପୁର(ଟି. ଗୌରି ଶଙ୍କର): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ । ତାଙ୍କୁ କୋରାପୁଟର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଗତ ମାସେ ଧରି ଅସୁସ୍ଥ ହେବା ପରେ ତାଙ୍କୁ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ଗତକାଲି ଅଧିକ ଅସୁସ୍ଥ ଅନୁଭବ କରିବା ପରେ ଗୁରୁତର ଅବସ୍ଥାରେ ଲକ୍ଷ୍ମଣ ନାୟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। କମଳାଙ୍କ ରକ୍ତ ଚାପ ବଢିବା ସହିତ କିଡନୀ ସମସ୍ୟା ରହିଛି । ଏବେ  ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ପଦ୍ମଶ୍ରୀ କମଳା ପୂଜାରୀଙ୍କ ଚିକିତ୍ସା ନିମନ୍ତେ ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ନିୟୋଜିତ କରାଯାଇଛି।

Related story