ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ

କଟକ(ଓଡ଼ିଶା ରିପୋର୍ଟର): ରାଜ୍ୟର ଜଣାଶୁଣା ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଗୁରୁବାରଠାରୁ ଅସୁସ୍ଥ ହୋଇ ପଡ଼ିଥିଲେ। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ମେଡିକାଲରେ ଭର୍ତ୍ତି କରାଯାଇଛି।ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି। ଶ୍ୱାସକ୍ରିୟାରେ ସମସ୍ୟା ହେଉଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ଅକ୍ସିଜେନ ଲେବୁଲ କମ୍‌ ରହୁଥିବାରୁ ତାଙ୍କୁ […]

d-prakash

d-prakash

Manoranjan Sial
  • Published: Friday, 25 December 2020
  • Updated: 25 December 2020, 04:36 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ରାଜ୍ୟର ଜଣାଶୁଣା ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି।

ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଗୁରୁବାରଠାରୁ ଅସୁସ୍ଥ ହୋଇ ପଡ଼ିଥିଲେ। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ମେଡିକାଲରେ ଭର୍ତ୍ତି କରାଯାଇଛି।ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି। ଶ୍ୱାସକ୍ରିୟାରେ ସମସ୍ୟା ହେଉଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ଅକ୍ସିଜେନ ଲେବୁଲ କମ୍‌ ରହୁଥିବାରୁ ତାଙ୍କୁ ଅକ୍ସିଜେନ ସପୋର୍ଟ ଦିଆଯାଇଛି।

କଟକ ବକ୍ସିବଜାରରେ ଚା’ ଦୋକାନ କରିବା ସହ ବସ୍ତିବାସିନ୍ଦାଙ୍କ ପିଲାଙ୍କୁ ପାଠ ପଢ଼ାଉଥିଲେ ପ୍ରକାଶ ରାଓ। ଏହାପରେ ନିଜ ଉଦ୍ୟମରେ ସ୍କୁଲଟିଏ କରିବା ସହ ନିଜ ରୋଜଗାର ଟଙ୍କା ଖର୍ଚ୍ଚ କରି ପିଲାଙ୍କ ଯତ୍ନ ଓ ପଢ଼ା ଖର୍ଚ୍ଚ ବହନ କରୁଥିଲେ। ସେବା ପାଇଁ ପ୍ରକାଶଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଛି।

ତେବେ ‘ମନକି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଡି. ପ୍ରକାଶ ରାଓଙ୍କ ଭୁୟସୀ ପ୍ରଶଂସା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story