ପହଣ୍ଡି ଶେଷ; ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ(ଓଡ଼ିଶା ରିପୋର୍ଟର): ଶେଷ ହେଲା ତିନି ଠାକୁରଙ୍କ ପହଣ୍ଡି ବିଜେ। ତିନି ରଥରେ ରଥାରୂଢ଼ ହେଲେ ତିନି ଠାକୁର। ପ୍ରଥମେ ଶ୍ରୀସୁଦର୍ଶନ ରଥାରୂଢ଼ ହେବାପରେ ଦେବଦଳନରେ ସୁଭଦ୍ରା, ତାଳଧ୍ୱଜ ରଥରେ ବଳଭଦ୍ର ଓ ନନ୍ଦିଘୋଷ ରଥରେ ପ୍ରଭୁ ଶ୍ରୀଜଗନ୍ନାଥ ରଥାରୂଢ଼ ହୋଇଛନ୍ତି। ଧାଡ଼ି ପହଣ୍ଡିରେ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସିଥିଲେ ଚତୁର୍ଦ୍ଧାମୂର୍ତ୍ତି। ଘଣ୍ଟ ଓ କାହାଳୀ ନାଦରେ ପ୍ରକମ୍ପିତ ହେଉଥିଲା ବଡ଼ଦାଣ୍ଡ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଠାକୁରଙ୍କ ନୀତିକାନ୍ତି ସରିବା ପରେ ପହଣ୍ଡି […]

puri

puri

Tapaswini Nayak
  • Published: Saturday, 09 July 2022
  • Updated: 09 July 2022, 11:44 AM IST

ପୁରୀ(ଓଡ଼ିଶା ରିପୋର୍ଟର): ଶେଷ ହେଲା ତିନି ଠାକୁରଙ୍କ ପହଣ୍ଡି ବିଜେ। ତିନି ରଥରେ ରଥାରୂଢ଼ ହେଲେ ତିନି ଠାକୁର। ପ୍ରଥମେ ଶ୍ରୀସୁଦର୍ଶନ ରଥାରୂଢ଼ ହେବାପରେ ଦେବଦଳନରେ ସୁଭଦ୍ରା, ତାଳଧ୍ୱଜ ରଥରେ ବଳଭଦ୍ର ଓ ନନ୍ଦିଘୋଷ ରଥରେ ପ୍ରଭୁ ଶ୍ରୀଜଗନ୍ନାଥ ରଥାରୂଢ଼ ହୋଇଛନ୍ତି। ଧାଡ଼ି ପହଣ୍ଡିରେ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସିଥିଲେ ଚତୁର୍ଦ୍ଧାମୂର୍ତ୍ତି। ଘଣ୍ଟ ଓ କାହାଳୀ ନାଦରେ ପ୍ରକମ୍ପିତ ହେଉଥିଲା ବଡ଼ଦାଣ୍ଡ।

ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଠାକୁରଙ୍କ ନୀତିକାନ୍ତି ସରିବା ପରେ ପହଣ୍ଡି ଆରମ୍ଭ ହୋଇଥିଲା। ସାଢ଼େ ୨ଟାରେ ଛେରାପହଁରା ଓ ଅପରାହ୍ନ ୪ଟାରେ ରଥଟଣା ପାଇଁ ନୀତି ନିର୍ଘଣ୍ଟ ହୋଇଛି।

ସୂଚନାଯୋଗ୍ୟ, ଆସନ୍ତାକାଲି ରଥଉପରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ସୁନାବେଶ। କୋଭିଡ୍ କଟକଣା ଯୋଗୁ ଦୁଇବର୍ଷ ଧରି ଭକ୍ତ ମହାପ୍ରଭୁଙ୍କ ରାଜରାଜେଶ୍ୱରର ବେଶ ଦର୍ଶନରୁ ବଞ୍ଚିତ ଥିଲେ। ତେଣୁ ଏବର୍ଷ ପୁରୀକୁ ପ୍ରବଳ ଜନସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏଥର ରାତି ଗୋଟାଏ ଯାଏଁ ଦର୍ଶନ ବ୍ୟବସ୍ଥା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story