ଏନଏସି ଦାବିରେ ଆଜିଠାରୁ ଦୁଇ ଦିନ ପାଇକମାଲ ବନ୍ଦ 

ପଦ୍ମପୁର: ୩ ଦଫା ଦାବି ପୂରଣ ନିମନ୍ତେ ଆଜିଠାରୁ ୪୮ ଘଣ୍ଟା ଅର୍ଥାତ ଆସନ୍ତା ଦୁଇ ଦିନ ପାଇଁ ପାଇକମାଲ ବନ୍ଦ ଡାକରା ଦିଆଯାଇଛି। ଏହା ମଧ୍ୟରେ ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ପାଇକମାଳ ବନ୍ଦ କରିବାକୁ ଚେତାବନୀ ଦିଆଯାଇଛି। ୩ ପ୍ରମୁଖ ଦାବି ମଧ୍ୟରେ ପାଇକମାଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏରିଆ ହସ୍ପିଟାଲ ଘୋଷଣା, ପାଇକମାଳକୁ ବିଜ୍ଞପିତ ପରିଷଦ ଅଞ୍ଚଳ ଘୋଷଣା ଓ ପଦ୍ମପୁରକୁ ଜିଲ୍ଲା ଘୋଷଣା ନିମନ୍ତେ ଦାବି ହୋଇଛି। ସ୍ଥାନୀୟ […]

strike

strike

Niharika Rout
  • Published: Thursday, 17 November 2022
  • Updated: 17 November 2022, 09:40 AM IST

Sports

Latest News

ପଦ୍ମପୁର: ୩ ଦଫା ଦାବି ପୂରଣ ନିମନ୍ତେ ଆଜିଠାରୁ ୪୮ ଘଣ୍ଟା ଅର୍ଥାତ ଆସନ୍ତା ଦୁଇ ଦିନ ପାଇଁ ପାଇକମାଲ ବନ୍ଦ ଡାକରା ଦିଆଯାଇଛି। ଏହା ମଧ୍ୟରେ ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ପାଇକମାଳ ବନ୍ଦ କରିବାକୁ ଚେତାବନୀ ଦିଆଯାଇଛି।

୩ ପ୍ରମୁଖ ଦାବି ମଧ୍ୟରେ ପାଇକମାଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏରିଆ ହସ୍ପିଟାଲ ଘୋଷଣା, ପାଇକମାଳକୁ ବିଜ୍ଞପିତ ପରିଷଦ ଅଞ୍ଚଳ ଘୋଷଣା ଓ ପଦ୍ମପୁରକୁ ଜିଲ୍ଲା ଘୋଷଣା ନିମନ୍ତେ ଦାବି ହୋଇଛି। ସ୍ଥାନୀୟ ଅଞ୍ଚଳର  ଅନେକ ସଂଗଠନ ଓ ସଂଘର କର୍ମକର୍ତ୍ତା ଏହି ବନ୍ଦରେ ସାମିଲ ହୋଇଛନ୍ତି। ବନ୍ଦ ଯୋଗୁଁ ସମସ୍ତ ଦୋକାନ ବଜାର ,ସରକାରୀ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ତେବେ ଯାନବାହାନ ଚଳାଚଳ ସ୍ୱାଭାବିକ ରହିଛି ।

ସୂଚନାଯୋଗ୍ୟ, ପଦ୍ମପୁରକୁ ଜିଲ୍ଲା, ପାଇକମାଳକୁ ଏନଏସି, ପାଇକମାଳ ସ୍ୱାସ୍ଥ୍ୟକେନ୍ଦ୍ରକୁ ଉପଖଣ୍ଡସ୍ତରୀୟ ହସ୍ପିଟାଲ ଘୋଷଣା  ଦାବିରେ ଗତକାଲି ଏକ କମିଟି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।  ୨୦୨୩ ଡିସେମ୍ବର ୩୧ ସୁଦ୍ଧା ପଦ୍ମପୁରକୁ ଜିଲ୍ଲା ମାନ୍ୟତା  ମିଳିବ । ଏଥିସହ ପଦ୍ମପୁର ଉପ ନିର୍ବାଚନ ଲାଗି ବିଜେଡି ଇସ୍ତାହାରରେ ବି ଏହା ସ୍ଥାନ ପାଇବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ବି ଆଜିଠୁ ଆସନ୍ତା ୪୮ ଘଣ୍ଟା ପାଇଁ  ପାଇକମାଲ ବନ୍ଦ ଡାକରା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story