କଥାବାର୍ତ୍ତା ବାହାନାରେ ଡାକି ଯୁବକର ବେକ କାଟି ଦେଲେ !

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଯୁବକର ବେକ କାଟି ଦେଲେ ଝିଅ ଘର ଲୋକେ। ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅଞ୍ଚଳରେ। ଯୁବକଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ମାର୍ଶାଘାଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅଭିଯୋଗ ଅନୁସାରେ କାନପୁରର ରାଜକୁମାର ଦାସ ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରୁଥିଲେ। ରାଜକୁମାର ବେଙ୍ଗାଲୁରୁରେ ରହୁଥିବା […]

love

love

Jyoshna Pradhan
  • Published: Tuesday, 30 July 2019
  • Updated: 30 July 2019, 02:25 PM IST

Sports

Latest News

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଯୁବକର ବେକ କାଟି ଦେଲେ ଝିଅ ଘର ଲୋକେ। ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅଞ୍ଚଳରେ। ଯୁବକଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ମାର୍ଶାଘାଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।lover

ଅଭିଯୋଗ ଅନୁସାରେ କାନପୁରର ରାଜକୁମାର ଦାସ ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରୁଥିଲେ। ରାଜକୁମାର ବେଙ୍ଗାଲୁରୁରେ ରହୁଥିବା ବେଳେ କଥାବାର୍ତ୍ତା କରିବା ବାହାନାରେ ଝିଅ ଘର ପକ୍ଷ ତାଙ୍କୁ ଗାଁକୁ ଡାକିଥିଲେ। ତେବେ ଆଜି ସେଠାକୁ ଯିବା ପରେ ଯୁବତୀଙ୍କ ପରିବାର ଲୋକେ ତାଙ୍କୁ ଗାଳିଗୁଲଜ ଓ ମାଡ଼ ମାରିବା ସହ ବ୍ଲେଡ୍‌ରେ ତାଙ୍କ ବେକ କାଟି ଦେଇଥିବା ରାଜକୁମାର ଅଭିଯୋଗ କରିଛନ୍ତି।

ଅନ୍ୟପକ୍ଷରେ ଯୁବତୀଙ୍କ ପରିବାର ଲୋକେ ଓଲଟା ଅଭିଯୋଗ କରିଛନ୍ତି।  କହିଛନ୍ତି ଏକତରଫା ପ୍ରେମରେ ବିଫଳ ହେବା ପରେ ଯୁବକ ଜଣକ ନିଜେ ଗଳା କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।  ଏନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story