ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶ୍ୱକପ୍ ହକି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ପାକିସ୍ତାନ, ନେଦରଲ୍ୟାଣ୍ଡ୍ ଓ ବେଲ୍ଜିୟମ୍। ସେମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଗତକାଲି ରାତିରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ଦଳ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଦୁଇ ଟିମ୍ ବିମାନବନ୍ଦରରେ ପହଞ୍ଚିବାପରେ ସେମାନଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲକୁ ନିଆଯାଇଥିଲା। ପୂର୍ବରୁ ଆୟର୍ଲ୍ୟାଣ୍ଡ, ଦକ୍ଷିଣ ଆଫ୍ରିକା, ଫ୍ରାନ୍ସ, ଚୀନ ଓ ସ୍ପେନର ଟିମ ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି।
[caption id="attachment_305436" align="aligncenter" width="804"] ଫଟୋ: ରାକେଶ ରାଉଳ[/caption]
ପାକିସ୍ତାନ ଟିମ୍ ଭୁବନେଶ୍ୱରରେ ପହଞ୍ଚିବା ପରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ସେମାନଙ୍କୁ ସୁରକ୍ଷା ବଳୟ ଭିତରେ ହୋଟେଲ୍କୁ ନିଆଯାଇଥିଲା।
[caption id="attachment_305448" align="aligncenter" width="763"] ପାକିସ୍ତାନ ଖେଳାଳିଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି[/caption]
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାର୍ଡକୋର ନକ୍ସଲ ପ୍ରଭାକର ଗିରଫ; ୨୫ ଲକ୍ଷ ଥିଲା ପୁରସ୍କାର ରାଶି
ପ୍ରଭାକରଙ୍କ ନାଁରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା।
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।