ବିଶ୍ୱକପ୍‌ ହକି ପାଇଁ ଭୁବନେଶ୍ୱରରେ ପହଞ୍ଚିଲା ପାକିସ୍ତାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶ୍ୱକପ୍‌ ହକି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ପାକିସ୍ତାନ, ନେଦରଲ୍ୟାଣ୍ଡ୍‌ ଓ ବେଲ୍‌ଜିୟମ୍। ସେମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଗତକାଲି ରାତିରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ଦଳ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଦୁଇ ଟିମ୍ ବିମାନବନ୍ଦରରେ ପହଞ୍ଚିବାପରେ ସେମାନଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲକୁ ନିଆଯାଇଥିଲା। ପୂର୍ବରୁ ଆୟର୍ଲ୍ୟାଣ୍ଡ, ଦକ୍ଷିଣ ଆଫ୍ରିକା, ଫ୍ରାନ୍ସ, ଚୀନ ଓ ସ୍ପେନର ଟିମ ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି। ପାକିସ୍ତାନ ଟିମ୍‌ ଭୁବନେଶ୍ୱରରେ ପହଞ୍ଚିବା ପରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ସେମାନଙ୍କୁ […]

pakistan-team

pakistan-team

Manoranjan Sial
  • Published: Saturday, 24 November 2018
  • Updated: 24 November 2018, 09:45 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶ୍ୱକପ୍‌ ହକି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ପାକିସ୍ତାନ, ନେଦରଲ୍ୟାଣ୍ଡ୍‌ ଓ ବେଲ୍‌ଜିୟମ୍। ସେମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଗତକାଲି ରାତିରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ଦଳ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଦୁଇ ଟିମ୍ ବିମାନବନ୍ଦରରେ ପହଞ୍ଚିବାପରେ ସେମାନଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲକୁ ନିଆଯାଇଥିଲା। ପୂର୍ବରୁ ଆୟର୍ଲ୍ୟାଣ୍ଡ, ଦକ୍ଷିଣ ଆଫ୍ରିକା, ଫ୍ରାନ୍ସ, ଚୀନ ଓ ସ୍ପେନର ଟିମ ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି।

[caption id="attachment_305436" align="aligncenter" width="804"] ଫଟୋ: ରାକେଶ ରାଉଳ[/caption]

ପାକିସ୍ତାନ ଟିମ୍‌ ଭୁବନେଶ୍ୱରରେ ପହଞ୍ଚିବା ପରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ସେମାନଙ୍କୁ ସୁରକ୍ଷା ବଳୟ ଭିତରେ ହୋଟେଲ୍‌କୁ ନିଆଯାଇଥିଲା।

[caption id="attachment_305448" align="aligncenter" width="763"] ପାକିସ୍ତାନ ଖେଳାଳିଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି[/caption]

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos