ପଳାଶୁଣି ଛକ ନିକଟରେ ଦୁର୍ଘଟଣା, ୨ମୃତ, ଜଣେ ଆହତ

ଭୁବନେଶ୍ୱର: ଭୁବନେଶ୍ୱର ପଳାଶୁଣି ଛକ ନିକଟରେ ଶନିବାର ରାତି ପ୍ରାୟ ସାଢେ ୧୦ଟାରେ ଏକ ସଡ଼କ ଦୁର୍ଘଟଣା ଘଟି ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଦୁଇ ଟ୍ରକ ମଝିରେ ଏକ କାର ଚାପି ହୋଇଯିବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା।

accident

Rakesh Mallick
  • Published: Saturday, 09 January 2016
  • , Updated: 09 January 2016, 06:14 PM IST

Related story