ପଞ୍ଚାୟତ ଭୋଟ ଗଣତି ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଆରମ୍ଭ ହୋଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି। ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି। ରାଜ୍ୟର ସମସ୍ତ ୩୧୪ ବ୍ଲକରେ ହୋଇଛି ଗଣତି ବ୍ୟବସ୍ଥା। ପ୍ରତି ପଞ୍ଚାୟତ ପାଇଁ ଗଣତି ସକାଶେ ଗୋଟିଏ ଟେବୁଲ ବ୍ୟବସ୍ଥା ହୋଇଛି। ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର ଓ ୨ ଜଣ ଲେଖାଏଁ କାଉଣ୍ଟିଂ ଆସିଷ୍ଟାଣ୍ଟ ଦାୟିତ୍ୱରେ ଅଛନ୍ତି। ସହାୟତା ପାଇଁ ଜଣେ ଚତୁର୍ଥଶ୍ରେଣୀ କର୍ମଚାରୀ ମଧ୍ୟ ଅଛନ୍ତି। ରଙ୍ଗ […]

Vote counting

Vote counting

Madhupriya Mistry
  • Published: Saturday, 26 February 2022
  • Updated: 26 February 2022, 08:30 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଆରମ୍ଭ ହୋଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି। ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି। ରାଜ୍ୟର ସମସ୍ତ ୩୧୪ ବ୍ଲକରେ ହୋଇଛି ଗଣତି ବ୍ୟବସ୍ଥା। ପ୍ରତି ପଞ୍ଚାୟତ ପାଇଁ ଗଣତି ସକାଶେ ଗୋଟିଏ ଟେବୁଲ ବ୍ୟବସ୍ଥା ହୋଇଛି। ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର ଓ ୨ ଜଣ ଲେଖାଏଁ କାଉଣ୍ଟିଂ ଆସିଷ୍ଟାଣ୍ଟ ଦାୟିତ୍ୱରେ ଅଛନ୍ତି। ସହାୟତା ପାଇଁ ଜଣେ ଚତୁର୍ଥଶ୍ରେଣୀ କର୍ମଚାରୀ ମଧ୍ୟ ଅଛନ୍ତି। ରଙ୍ଗ ଅନୁସାରେ ବାଲଟ୍ ପେପର ସର୍ଟିଂ ପରେ ଚାଲିଛି ଗଣତି।

୩ ଦିନ ଯାଏ ଏହି ଗତଣି ତାରି ରହିବ। ତିନିଦିନରେ ୧ଲକ୍ଷ ୫୬ ହଜାର ୭୫୩ ଓ୍ୱାର୍ଡମେମ୍ବର, ୩୨ ହଜାର ୮୬୦ ସରପଞ୍ଚ, ୨୭ ହଜାର ୩୪ ସମିତି ସଭ୍ୟ ଓ ୩ ହଜାର ୩୩୯ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ତେବେ ଗଣତି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସବୁ ଜିଲ୍ଲାର ବ୍ଲକ ସଦର ମହକୁମାରେ ଗଣତି କେନ୍ଦ୍ର ଖୋଲାଯାଇଛି। ଗଣତି କେନ୍ଦ୍ର ନିକଟରେ ଶୃଙ୍ଖଳା ବଜାୟ ରଖିବା ଲାଗି ବ୍ୟାରିକେଡ୍ କରାଯାଇଛି।

ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍‌ରେ ଭୋଟ ଗଣାଯିବ। ଆସନ୍ତାକାଲି ୩୦୭ ଓ ପରଦିନ ୨୨୯ ଜିଲ୍ଲା ପରିଷଦ ଜୋନ୍‌ରେ ଭୋଟ୍ ଗଣାହେବ। ପ୍ରାର୍ଥୀ କିମ୍ବା ତାଙ୍କ ପ୍ରତିନିଧିଙ୍କ ଉପସ୍ଥିତିରେ ଗଣତି ହେବ। ଇଲେକସନ୍ ଅଫିସ୍‌ରେ ଓ ଟାବୁଲେସନ୍ ଲାଗି ସ୍ୱତନ୍ତ୍ର ଟେବୁଲ୍ ଅଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story