ଭୁବନେଶ୍ୱର: ସ୍ୱତନ୍ତ୍ର ପୋକ୍ସୋ କୋର୍ଟରେ ନାବାଳିକା କାଷ୍ଟିଂ କାଉଚ୍ ମାମଲାର ଶୁଣାଣି ଆରମ୍ଭ ହୋଇଛି। ନାବାଳିକାର ବାପା ଓ ମା’ କୋର୍ଟରେ ହାଜର ହୋଇ ପକ୍ଷ ରଖିଛନ୍ତି। ସିଡବ୍ଲୁସି ସଦସ୍ୟ ମଧ୍ୟ ହାଜର ହୋଇ ସାକ୍ଷ୍ୟ ଦେଇଛନ୍ତି।
ଅଭିନେତା ପପୁ ପମ୍ ପମ ଅରଫ ତତ୍ତ୍ୱପ୍ରକାଶ ଶତପଥୀଙ୍କ ନାଁରେ କାଷ୍ଟିଂ କାଉଚ ଅଭିଯୋଗ ଆସିବା ପରେ ସେ ଫେରାର ହୋଇଯାଇଥିଲେ। ଏହାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିବାଦ କରାଯାଇଥିଲା। ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ତାଙ୍କର ଗିରଫ ଦାବି କରାଯାଇଥିଲା। ପରେ ପପୁଙ୍କୁ ଆତ୍ମସମର୍ପଣ କରିବାକୁ ପୋଲିସ କହିଥିଲା। ମାତ୍ର ପପୁ ଆତ୍ମସମର୍ପଣ କରିନଥିଲେ। ପରେ କମିଶନରେଟ୍ ପୋଲିସ ପପୁ ଓ ତାଙ୍କ ସହଯୋଗଙ୍କୁ ପୁରୀର ଏକ ଆପାର୍ଟମେଣ୍ଟରୁ ଗିରଫ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।