ପାରାଦୀପ: ବସ୍ ଦୁର୍ଘଟଣା, ୨୦ରୁ ଅଧିକ ଯାତ୍ରୀ ଆହତ

ପାରାଦୀପ: ରବିବାର ସକାଳେ ପରାଦୀପରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । କଟକରୁ ପାରାଦୀପ ଯାଉଥିବା ପୂଜାରିଣୀ ନାମକ ବସଟି ଲୋକନାଥ ଗଡ଼ାଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବସଟି ଅନ୍ୟ ଏକ ଗାଡ଼ିକୁ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ସ୍ଥାନୀୟ ଲୋକ ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା […]

paradeep

paradeep

Rakesh Mallick
  • Published: Sunday, 05 July 2015
  • Updated: 05 July 2015, 05:10 AM IST

ପାରାଦୀପ: ରବିବାର ସକାଳେ ପରାଦୀପରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । କଟକରୁ ପାରାଦୀପ ଯାଉଥିବା ପୂଜାରିଣୀ ନାମକ ବସଟି ଲୋକନାଥ ଗଡ଼ାଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବସଟି ଅନ୍ୟ ଏକ ଗାଡ଼ିକୁ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ସ୍ଥାନୀୟ ଲୋକ ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ସହ ଉତ୍ତ୍ୟକ୍ତ ଲୋକେ କଟକ-ପାରାଦୀପ ରାସ୍ତା ଅବରୋଧ କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos