Advertisment

ପାରାଦୀପ ବନ୍ଦର ହସ୍ପିଟାଲ ଆଜି ବନ୍ଦ

ପାରାଦୀପ (ରମାକାନ୍ତ ନାୟକ): ପାରାଦୀପ ବନ୍ଦର ହସ୍ପିଟାଲକୁ ଆଜି ଦିନକ ପାଇଁ ବନ୍ଦ କରାଯାଇଛି। ହସ୍ପିଟାଲରେ ଜଣେ ଆଟେଣ୍ଡାଣ୍ଟ କରୋନାରେ ଆକ୍ରାନ୍ତ ହେବା ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ତେବେ ହସ୍ପିଟାଲ ସାନିଟାଇଜ୍ କରିବା ପରେ ଆସନ୍ତାକାଲି ଖୋଲା ଯିବା ନେଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜଗତସିଂହପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭୦ରେ ପହଞ୍ଚିଛି। ସେଥିମଧ୍ୟରୁ ୬୮୮ ଜଣ ସୁସ୍ଥ ହୋଇ ସାରିଲେଣି।  ୧୮୦ ଜଣ ବିଭିନ୍ନ କୋଭିଡ୍‌ ଡାକ୍ତରଖାନାରେ ଚିକିତ୍ସିତ ହେଛନ୍ତି। […]

ପାରାଦୀପ ବନ୍ଦର ହସ୍ପିଟାଲ ଆଜି ବନ୍ଦ

paradip

Advertisment

ପାରାଦୀପ (ରମାକାନ୍ତ ନାୟକ): ପାରାଦୀପ ବନ୍ଦର ହସ୍ପିଟାଲକୁ ଆଜି ଦିନକ ପାଇଁ ବନ୍ଦ କରାଯାଇଛି। ହସ୍ପିଟାଲରେ ଜଣେ ଆଟେଣ୍ଡାଣ୍ଟ କରୋନାରେ ଆକ୍ରାନ୍ତ ହେବା ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ତେବେ ହସ୍ପିଟାଲ ସାନିଟାଇଜ୍ କରିବା ପରେ ଆସନ୍ତାକାଲି ଖୋଲା ଯିବା ନେଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Advertisment

ସୂଚନାଯୋଗ୍ୟ, ଜଗତସିଂହପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭୦ରେ ପହଞ୍ଚିଛି। ସେଥିମଧ୍ୟରୁ ୬୮୮ ଜଣ ସୁସ୍ଥ ହୋଇ ସାରିଲେଣି।  ୧୮୦ ଜଣ ବିଭିନ୍ନ କୋଭିଡ୍‌ ଡାକ୍ତରଖାନାରେ ଚିକିତ୍ସିତ ହେଛନ୍ତି। ୨ ଜଣଙ୍କର ମୃତ୍ୟୁ ବି ଘଟିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe