ରାଜନୀତିକୁ ଓହ୍ଲାଇବେ ରାଜକୁମାରୀ !

ପାରଳାଖେମୁଣ୍ଡି (ଓଡ଼ିଶା ରିପୋର୍ଟର):ସକ୍ରିୟ ରାଜନୀତିର ମଇଦାନକୁ ଓହ୍ଲାଇପାରନ୍ତି ପାରଳା ରାଜକୁମାରୀ କଲ୍ୟାଣୀ ଦେବୀ। ସେ ନିଜେ ଏ ସଂପର୍କରେ ସଂକେତ ଦେଇଛନ୍ତି। ଲୋକେ ଚାହିଁଲେ ରାଜନୀତିକୁ ଆସିବେ ବୋଲି କହିଛନ୍ତି କଲ୍ୟାଣୀ ଦେବୀ। ଚର୍ଚ୍ଚା ହେଉଛି ସେ ବିଜେଡିରେ ଯୋଗ ଦେବେ। ପ୍ରାଥମିକ ସ୍ତରରେ ଆଲୋଚନା ସରିଥିବା ବେଳେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦାନ ପାଇଁ ଉପର ସ୍ତରରୁ ମଧ୍ୟ ସବୁଜ ସଂକେତ ମିଳିଥିବା ସୂଚନା ମିଳିଛି। କଲ୍ୟାଣୀ ଦେବୀଙ୍କ ବାପା ଗୋପୀନାଥ ଗଜପତି କଂଗ୍ରେସ ଟିକଟରେ […]

parala-1

parala-1

Tapas Behera
  • Published: Sunday, 24 February 2019
  • Updated: 24 February 2019, 06:44 PM IST

Sports

Latest News

ପାରଳାଖେମୁଣ୍ଡି (ଓଡ଼ିଶା ରିପୋର୍ଟର):ସକ୍ରିୟ ରାଜନୀତିର ମଇଦାନକୁ ଓହ୍ଲାଇପାରନ୍ତି ପାରଳା ରାଜକୁମାରୀ କଲ୍ୟାଣୀ ଦେବୀ। ସେ ନିଜେ ଏ ସଂପର୍କରେ ସଂକେତ ଦେଇଛନ୍ତି। ଲୋକେ ଚାହିଁଲେ ରାଜନୀତିକୁ ଆସିବେ ବୋଲି କହିଛନ୍ତି କଲ୍ୟାଣୀ ଦେବୀ।

ଚର୍ଚ୍ଚା ହେଉଛି ସେ ବିଜେଡିରେ ଯୋଗ ଦେବେ। ପ୍ରାଥମିକ ସ୍ତରରେ ଆଲୋଚନା ସରିଥିବା ବେଳେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦାନ ପାଇଁ ଉପର ସ୍ତରରୁ ମଧ୍ୟ ସବୁଜ ସଂକେତ ମିଳିଥିବା ସୂଚନା ମିଳିଛି।

କଲ୍ୟାଣୀ ଦେବୀଙ୍କ ବାପା ଗୋପୀନାଥ ଗଜପତି କଂଗ୍ରେସ ଟିକଟରେ ଦୁଇ ଥର ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ। ବାପାଙ୍କ ପ୍ରଭାବ ଓ ଗଜପତି ରାଜବଂଶର ପତିଆରାକୁ ପାଥେୟ କରି କଲ୍ୟାଣୀ ଦେବୀ ରାଜନୀତିକୁ ଆସୁଥିବା ଚର୍ଚ୍ଚା ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story