ଭୁବନେଶ୍ୱର:ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଆଉ ନାହାନ୍ତି। ଆଜି ତାଙ୍କର ପରଲୋକ ହୋଇଯାଇଛି। ୮୯ ବର୍ଷ ବ୍ରୟସରେ ଆଜି ସକାଳେ ଆନ୍ଧ୍ରପ୍ରଦେଶର ତିରୁପତିଠାରେ ତାଙ୍କର ଦେହାନ୍ତ ହୋଇଯାଇଛି। ଆଜି ସେ ତିରୁପତି ରାଷ୍ଟ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥାଆନ୍ତେ। ଏଥିପାଇଁ ସେ ଗତକାଲି ଏକ ସ୍ୱତନ୍ତ୍ର ଫ୍ଲାଇଟରେ ତିରୁପତିରେ ପହଞ୍ଚିଥଇଲେ। ସେଠାରେ ପହଞ୍ଚି ବିଶ୍ୱବିଦ୍ୟାଳୟର ଏକ ଅତିଥି ଭବନରେ ଥିବା ବେଳେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ତାଙ୍କୁ ତୁରନ୍ତ ସ୍ଥାନୀୟ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କର ମର ଶରୀରକୁ ଆଜି ଅପରାହ୍ଣ ସୁଦ୍ଧ ଭୁବନେଶ୍ୱର ଅଣାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।