ବ୍ରହ୍ମପୁର: ଶ୍ରମିକ କଲ୍ୟାଣ ପାଇଁ ଉଦ୍ଦିଷ୍ଟ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରିଛନ୍ତି ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ସୁବାସ ସିଂ। ବ୍ରହ୍ମପୁର ଓ ଛତ୍ରପୁର ଶ୍ରମ ଅଧିକାରୀଙ୍କ ସହ ସେ ଆଲୋଚନା କରି ସରକାରଙ୍କ ଯୋଜନା ସମ୍ପର୍କରେ ବ୍ରହ୍ମପୁରରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଶ୍ରମିକଙ୍କ ପରିଚୟ ପତ୍ର ନ ଥିଲେ ମଧ୍ୟ ଦୁର୍ଘଟଣା ଜନିତ ମୃତ୍ୟୁ ପାଇଁ ୧ଲକ୍ଷ ଓ ଚିକିତ୍ସା ବାବଦକୁ ୫୦ହଜାର ଟଙ୍କ।ର ଆର୍ଥିକ ସହାୟତା ପ୍ରଦାନ କରିବାର ବ୍ୟବସ୍ଥା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।