ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟ୍ୱିନ୍ ସିଟିରେ ବନ୍ଦ ରହିବ ସବୁ ପାର୍କ। ଆସନ୍ତା କାଲିଠାରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜଧାନୀରେ ଥିବା ସମସ୍ତ ପାର୍କ ବନ୍ଦ ରହିବ ବୋଲି ବିଏମ୍ସି ଓ ସିଏମ୍ସି ପକ୍ଷରୁ କୁହାଯାଇଛି।
ସମସ୍ତ ସରକାରୀ ଓ ଘରୋଇ ମାଲିକାନାରେ ଥିବା ପାର୍କ ବନ୍ଦ ରହିବ। କରୋନା ଭାଇରସ୍ର ମୁକାବିଲା ନେଇ ବିଏମ୍ସି ଓ ସିଏମ୍ସି ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।
ସୂଚନାଯୋଗ୍ୟ, ସାରା ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଭାରତରେ ଏହି ସଂଖ୍ୟା ୨୭୧ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ ଦୁଇ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।