ମ୍ୟାଚ ପାଇଁ ପାର୍କିଂ ଗାଇଡ଼ଲାଇନ୍‌

କଟକ ( ଓଡ଼ିଶା ରିପୋର୍ଟର): ଆସନ୍ତା ରବିବାର ବାରବାଟୀରେ ଭାରତ- ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ହେବାକୁ ଥିବା ଦିନିକିଆ ମ୍ୟାଚ୍ ପାଇଁ କମିଶନରେଟ ପୁଲିସ୍‌ ପକ୍ଷରୁ ପାର୍କିଂ ବ୍ୟବସ୍ଥା କରାଯାଇଛି । ମାତାମଠ ଦେଇ ରିଂ ରୋଡରେ ଆସୁଥିବା ଗାଡିଗୁଡିକ ତଳ ବାଲିଯାତ୍ରା ପଡ଼ିଆରେ ପାର୍କିଂ କରିପାରିବେ । ହାଓଡା ମୋଟର ଛକ ଓ ମଣିସାହୁ ଛକ ପଟୁ ଆସୁଥିବା ଗାଡିଗୁଡିକ ରିଂ ରୋଡ୍‌ରେ ଯାଇ ତଳ ବାଲିଯାତ୍ରା ପଡିଆରେ ପାର୍କିଂ କରିପାରିବେ । ଚହଟାଛକ ପଟୁ ଆସୁଥିବା […]

-traffic

-traffic

Niharika Rout
  • Published: Friday, 20 December 2019
  • Updated: 20 December 2019, 10:03 AM IST

Sports

Latest News

କଟକ ( ଓଡ଼ିଶା ରିପୋର୍ଟର): ଆସନ୍ତା ରବିବାର ବାରବାଟୀରେ ଭାରତ- ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ହେବାକୁ ଥିବା ଦିନିକିଆ ମ୍ୟାଚ୍ ପାଇଁ କମିଶନରେଟ ପୁଲିସ୍‌ ପକ୍ଷରୁ ପାର୍କିଂ ବ୍ୟବସ୍ଥା କରାଯାଇଛି ।

ମାତାମଠ ଦେଇ ରିଂ ରୋଡରେ ଆସୁଥିବା ଗାଡିଗୁଡିକ ତଳ ବାଲିଯାତ୍ରା ପଡ଼ିଆରେ ପାର୍କିଂ କରିପାରିବେ । ହାଓଡା ମୋଟର ଛକ ଓ ମଣିସାହୁ ଛକ ପଟୁ ଆସୁଥିବା ଗାଡିଗୁଡିକ ରିଂ ରୋଡ୍‌ରେ ଯାଇ ତଳ ବାଲିଯାତ୍ରା ପଡିଆରେ ପାର୍କିଂ କରିପାରିବେ । ଚହଟାଛକ ପଟୁ ଆସୁଥିବା ଗାଡିଗୁଡିକ କାର୍ତ୍ତିକେଶ୍ୱର ଗଡାରେ ତଳ ବାଲିଯାତ୍ରା ପଡିଆରେ ପାର୍କିଂ କରିପାରିବେ ।

କନିକା ଛକ, ବିଜୁ ପଟ୍ଟନାୟକ ଛକ ଓ ମଧୁସୂଦନ ନଗର ଛକ ପଟୁ ଆସୁଥିବା ଗାଡିଗୁଡିକ ଆନନ୍ଦଭବନ ପଡିଆରେ ପାର୍କିଂ କରିପାରିବେ । ଚଣ୍ଡୀ ଛକ ଓ କଳାବିକାଶ କେନ୍ଦ୍ର ପଟୁ ଆସୁଥିବା ଗାଡିଗୁଡିକ ଦୟାଶ୍ରମ ସାମ୍ନା ପଡିଆରେ ପାର୍କିଂ କରିବେ ।

ସେହିପରି ଓସିଏ ପାର୍କିଂ ପାସ୍‌ ପାଇଥିବା ବ୍ୟକ୍ତି ମଧୁସୂଦନ ଷ୍ଟାଚୁ କିମ୍ବା ନାରୀସେବା ସଦନ ଛକ ଦେଇ ଓସିଏ ପଡିଆରେ ପାର୍କିଂ କରିବେ । ଜାଭିଅର ଗ୍ରାଉଣ୍ଡ ପାସ୍‌ ପାଇଥିବା ବ୍ୟକ୍ତି ଗେଟ୍ ନମ୍ବର ୧୪ରେ ଯାଇ ପଡ଼ିଆରେ ପାର୍କିଂ କରିବେ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story