ଆଜି ରାଜଧାନୀର ଅନେକ ଅଞ୍ଚଳରେ ଜଳଯୋଗାଣ ବାଧାପ୍ରାପ୍ତ ହେବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜଧାନୀ ଭୁବନେଶ୍ୱରର ଅନେକ ଅଞ୍ଚଳକୁ ପାନୀୟ ଜଳଯୋଗାଣ ବାଧାପ୍ରାପ୍ତ ହେବ।  କାରଣ ମୁଣ୍ଡଳିରୁ ଭୁବନେଶ୍ୱରକୁ ବିଛା ଯାଇଥିବା ପାଣି ପାଇପ୍‌ରେ ଫାଟ ସୃଷ୍ଟି ହୋଇଛି।  ଏହି ସୂଚନା ଦେଇଛନ୍ତି ବିଏମ୍‌ସିର ସିଟି ଇଂଜିନିୟର ଦେବସୁନ୍ଦର ମହାପାତ୍ର। ଏଥପାଇଁ ଡୁମ୍‌ଡୁମା, ଧର୍ମ ବିହାର, ଚନ୍ଦକା, ଜାଗମରା, ଶୈଳଶ୍ରୀ ବିହାର, ପୋଖରୀପୁଟ, ନୀଳାଦ୍ରି ବିହାର ଓ ସହିଦ ନଗରର ସେକ୍ଟର ୧, ୨ ଓ ୩ କୁ ଜଳ ଯୋଗାଣ ପ୍ରଭାବିତ ହେବ ବୋଲି […]

water

Jitendra Garnayak
  • Published: Thursday, 30 August 2018
  • , Updated: 30 August 2018, 02:18 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜଧାନୀ ଭୁବନେଶ୍ୱରର ଅନେକ ଅଞ୍ଚଳକୁ ପାନୀୟ ଜଳଯୋଗାଣ ବାଧାପ୍ରାପ୍ତ ହେବ।  କାରଣ ମୁଣ୍ଡଳିରୁ ଭୁବନେଶ୍ୱରକୁ ବିଛା ଯାଇଥିବା ପାଣି ପାଇପ୍‌ରେ ଫାଟ ସୃଷ୍ଟି ହୋଇଛି।  ଏହି ସୂଚନା ଦେଇଛନ୍ତି ବିଏମ୍‌ସିର ସିଟି ଇଂଜିନିୟର ଦେବସୁନ୍ଦର ମହାପାତ୍ର।

ଏଥପାଇଁ ଡୁମ୍‌ଡୁମା, ଧର୍ମ ବିହାର, ଚନ୍ଦକା, ଜାଗମରା, ଶୈଳଶ୍ରୀ ବିହାର, ପୋଖରୀପୁଟ, ନୀଳାଦ୍ରି ବିହାର ଓ ସହିଦ ନଗରର ସେକ୍ଟର ୧, ୨ ଓ ୩ କୁ ଜଳ ଯୋଗାଣ ପ୍ରଭାବିତ ହେବ ବୋଲି ସେ କହିଛନ୍ତି।

ପାଇପ୍ ମରାମତି ଲାଗି ସବୁ ପ୍ରକାର ଉଦ୍ୟମ କରାଯାଉଥିବା ସେ କହିଛନ୍ତି।

Related story