ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜୁଲାଇ ଗାଇଡଲାଇନ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସମିଟ୍‌ କରିଛନ୍ତି। ତେବେ ପରବର୍ତ୍ତି ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ୍ ଘୋଷଣା କରାଯାଇଛି। ଜୁଲାଇ ୧୬ ସକାଳ ୫ଟା ଯାଏ ଆଂଶିକ ଲକଡାଉନ ଘୋଷଣା କରାଯାଇଛି। ସଂକ୍ରମଣ କମିଥିବାରୁ କାଟେଗୋରୀ Aକୁ ଆଉ ୩ ଜିଲ୍ଲା ଉନ୍ନୀତ ହୋଇଛି। ଏହି ୩ଟି ଜିଲ୍ଲା ହେଲା ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର । ୩ ଜିଲ୍ଲାରେ ପଜିଟିଭିଟି ରେଟ୍ ୫%କୁ କମିଥିବାରୁ କାଟେଗୋରୀ […]

Suresh Mohapatra

Suresh Mohapatra

Tapas Behera
  • Published: Wednesday, 30 June 2021
  • Updated: 30 June 2021, 02:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜୁଲାଇ ଗାଇଡଲାଇନ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସମିଟ୍‌ କରିଛନ୍ତି। ତେବେ ପରବର୍ତ୍ତି ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ୍ ଘୋଷଣା କରାଯାଇଛି। ଜୁଲାଇ ୧୬ ସକାଳ ୫ଟା ଯାଏ ଆଂଶିକ ଲକଡାଉନ ଘୋଷଣା କରାଯାଇଛି। ସଂକ୍ରମଣ କମିଥିବାରୁ କାଟେଗୋରୀ Aକୁ ଆଉ ୩ ଜିଲ୍ଲା ଉନ୍ନୀତ ହୋଇଛି। ଏହି ୩ଟି ଜିଲ୍ଲା ହେଲା ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର ।

୩ ଜିଲ୍ଲାରେ ପଜିଟିଭିଟି ରେଟ୍ ୫%କୁ କମିଥିବାରୁ କାଟେଗୋରୀ Aକୁ ଉନ୍ନିତ ହୋଇଛି। ତେବେ ସଂକ୍ରମଣ କମିଥିବା ୨୦ଟି ଜିଲ୍ଲା କାଟେଗୋରୀ Aରେ ସାମିଲ କରାଯାଇଛି। ପଜିଟିଭିଟି ୫ ପ୍ରତିଶତରୁ ଅଧିକ ଥିବା ବାକି ୧୦ ଜିଲ୍ଲା କାଟେଗୋରୀ B ରେ ରହିଛି।

ସ୍ଥିତି ଦେଖି ଧିରେ ଧିରେ ଅନଲକ୍ ଆରମ୍ଭ କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କାଟେଗୋରୀ Aରେ ଥିବା ୨୦ ଜିଲ୍ଲାରେ ଦୋକାନ ବଜାର ଖୋଲିବ। ୨୦ ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ଟା ଯାଏ ଦୋକାନ ଖୋଲିବ। ସପିଙ୍ଗ ମଲ, ପାର୍ଲର ଆଦି ଛାଡ଼ି ଆଉ ସବୁ ଦୋକାନ ଖୋଲିବ। ୨୦ ଜିଲ୍ଲାରେ ଧାର୍ଯ୍ୟ ସିଟରେ ବସ୍ ଓ ଟ୍ୟାକ୍ସି ଚଳାଚଳ କରିବ। ୨୦ ଜିଲ୍ଲାରେ ଇନଡୋର ଓ ଆଉଟଡୋର ସୁଟିଂକୁ ଅନୁମତି ମିଳିବ। ୨୦ ଜିଲ୍ଲାରେ ସପ୍ତାହାନ୍ତ ସଟଡାଉନ ହେବ ନାହିଁ । ସପ୍ତାହର ସାତ ଦିନ ପର୍ଯ୍ୟନ୍ତ ୨୦ ଜିଲ୍ଲାରେ ୬ରୁ ୬ ଦୋକାନ ଖୋଲିବ।

ସେ କହିଛନ୍ତି ଯେ,  ଆଂଶିକ ଲକଡାଉନକୁ ଲୋକେ ପାଳନ କରିଛନ୍ତି। ୧୭ ଜିଲ୍ଲାରେ ସଂଧ୍ୟା ୫ ଯାଏ ସବୁ ଦୋକାନ ଖୋଲିବାକୁ ଅନୁମତି ଥିଲା। ଖୁସିର କଥା ୧୭ ଜିଲ୍ଲାରେ ସଂକ୍ରମଣ ଆଉ ବଢ଼ିନାହିଁ। ବାକି ୧୩ ଜିଲ୍ଲାରୁ ୩ ଜିଲ୍ଲାରେ ପଜିଟିଭିଟି ୫%ରୁ କମ୍ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story