ଥାନାରେ ଥାର୍ଡ ଡିଗ୍ରୀ; ଆଇଆଇସି ସନ୍ଧ୍ୟାରାଣୀ ସସ୍‌ପେଣ୍ଡ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନ ପୂର୍ବେ ଥାନା ଭିତରେ ଥାର୍ଡ ଡିଗ୍ରୀ ପ୍ରୟୋଗ କରି ଜଣେ ଯୁବକଙ୍କୁ ନିସ୍ତୁକ ପିଟିବା ଘଟଣାରେ ସସ୍‌ପେଣ୍ଡ ହୋଇଛନ୍ତି କେନ୍ଦୁଝର ଜିଲ୍ଲା ପାଟଣା ଥାନା ଆଇଆଇସି ସନ୍ଧ୍ୟାରାଣୀ ଜେନା । ପୁଲିସ୍‌ ଡିଜି ଆଇଆଇସି ସନ୍ଧ୍ୟାରାଣୀଙ୍କୁ ସସ୍‌ପେଣ୍ଡ କରିଥିବା ନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, କିଛି ଦିନ ପୂର୍ବେ ଜମିବାଡ଼ି ବିବାଦକୁ ନେଇ କେନ୍ଦୁଝର ଜିଲ୍ଲା ସାହାରପଡ଼ା ବ୍ଲକ ପ୍ରଭାସରଭା ଗାଁର ରାଜୁ ମହାନ୍ତି ଓ ତାଙ୍କ […]

iic-kendujhar

iic-kendujhar

Niharika Rout
  • Published: Saturday, 23 May 2020
  • Updated: 23 May 2020, 01:52 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନ ପୂର୍ବେ ଥାନା ଭିତରେ ଥାର୍ଡ ଡିଗ୍ରୀ ପ୍ରୟୋଗ କରି ଜଣେ ଯୁବକଙ୍କୁ ନିସ୍ତୁକ ପିଟିବା ଘଟଣାରେ ସସ୍‌ପେଣ୍ଡ ହୋଇଛନ୍ତି କେନ୍ଦୁଝର ଜିଲ୍ଲା ପାଟଣା ଥାନା ଆଇଆଇସି ସନ୍ଧ୍ୟାରାଣୀ ଜେନା । ପୁଲିସ୍‌ ଡିଜି ଆଇଆଇସି ସନ୍ଧ୍ୟାରାଣୀଙ୍କୁ ସସ୍‌ପେଣ୍ଡ କରିଥିବା ନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, କିଛି ଦିନ ପୂର୍ବେ ଜମିବାଡ଼ି ବିବାଦକୁ ନେଇ କେନ୍ଦୁଝର ଜିଲ୍ଲା ସାହାରପଡ଼ା ବ୍ଲକ ପ୍ରଭାସରଭା ଗାଁର ରାଜୁ ମହାନ୍ତି ଓ ତାଙ୍କ ଦାଦାଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଏନେଇ ମାର୍ଚ୍ଚ ୨୫ ତାରିଖରେ ପାଟଣା ଥାନାରେ ଅଭିଯୋଗ ହୋଇଥିଲା। ଆଇଆଇସି ସନ୍ଧ୍ୟାରାଣୀ  ରାଜୁକୁ ଥାନାକୁ ଆଣି ଅତି ନିର୍ଦ୍ଦୟ ଭାବେ ଗଡ଼ାଇ ଗଡ଼ାଇ ଲାଠିରେ ପିଟିଥିଲେ। ଏତିକିରେ ମନ ଶାନ୍ତି ନ ହେବାରୁ ଗୋଇଠା ପରେ ଗୋଇଠା ମାରି ଚାଲିଲେ। ଏହାର ଭିଡିଓ ସୋଶାଲ୍‌ ମିଡିଆରେ ଭାଇରାଲ୍‌ ହେବା ପରେ ସନ୍ଧ୍ୟାରାଣୀଙ୍କ ଅଡ଼ୁଆ ବଢ଼ିଥିଲା।

ଖୋଦ ରାଜ୍ୟ ମାନବାଧିକାର କମିଶନ ଘଟଣାର ଜବାବ ତଲବ କରି ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦେବକୁ କେନ୍ଦୁଝର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ।  ଏହାଛଡ଼ା ଆଇଆଇସିଙ୍କ ଦରମାରୁ ପୀଡ଼ିତ ଯୁବକଙ୍କୁ ତୁରନ୍ତ ୧୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ।  ଗୃହ ସଚିବ ଓ ଡିଜିପିଙ୍କୁ ମଧ୍ୟ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ରାଜ୍ୟ ମାନବାଧିକାର କମିଶନ।

ଏହାପରେ ଆଜି ଆଇଆଇସି ସନ୍ଧ୍ୟାରାଣୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ନେଇ ଟ୍ୱିଟ୍‌ କରିଛନ୍ତି ପୁଲିସ୍‌ ଡିଜି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story