ପିଆଜ ପରେ ଡରାଇଲାଣି ଆଳୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):ପିଆଜ ପରେ ଏବେ ରାଜ୍ୟରେ ବଢ଼ିବାରେ ଲାଗିଛି ଆଳୁ ଦର। ଗତ ଦେଢ଼ ମାସରୁ ଅଧିକ ସମୟ ଧରି ପିଆଜ ଦର ଆକାଶ ଛୁଆଁ ହେବା ପରେ ଏବେ ଆଳୁ ଦର ଅହେତୁକ ଭାବରେ ବଢ଼ି ଚାଲିଛି। ୧୮ରୁ ୨୦ ଟଙ୍କାରେ ଆଳୁ ବିକ୍ରି ହେଉଥିବା ବେଳେ ଏବେ ବିଭିନ୍ନ ଅଞ୍ଚଳରେ ୨୫ଟଙ୍କାରୁ ଅଧିକ ଦରରେ ବିକ୍ରି ହେଉଛି। ଯାହାକୁ ନେଇ ଗ୍ରାହକ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ଜଣେ ଗ୍ରାହକ କହିଛନ୍ତି, “ଭୁବନେଶ୍ୱର ୧ନମ୍ବର […]

patato000

patato000

Tapaswini Nayak
  • Published: Monday, 23 December 2019
  • Updated: 23 December 2019, 04:55 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):ପିଆଜ ପରେ ଏବେ ରାଜ୍ୟରେ ବଢ଼ିବାରେ ଲାଗିଛି ଆଳୁ ଦର। ଗତ ଦେଢ଼ ମାସରୁ ଅଧିକ ସମୟ ଧରି ପିଆଜ ଦର ଆକାଶ ଛୁଆଁ ହେବା ପରେ ଏବେ ଆଳୁ ଦର ଅହେତୁକ ଭାବରେ ବଢ଼ି ଚାଲିଛି। ୧୮ରୁ ୨୦ ଟଙ୍କାରେ ଆଳୁ ବିକ୍ରି ହେଉଥିବା ବେଳେ ଏବେ ବିଭିନ୍ନ ଅଞ୍ଚଳରେ ୨୫ଟଙ୍କାରୁ ଅଧିକ ଦରରେ ବିକ୍ରି ହେଉଛି। ଯାହାକୁ ନେଇ ଗ୍ରାହକ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି।

ଜଣେ ଗ୍ରାହକ କହିଛନ୍ତି, “ଭୁବନେଶ୍ୱର ୧ନମ୍ବର ହାଟରେ ଆଳୁ ୨୫ ଟଙ୍କାରେ ବିକ୍ରି ହେଉଛି। ଖୁଚୁରା ବଜାରରେ ୩୦ ଟଙ୍କାରେ ଆଳୁ ବିକ୍ରି ହେଉଛି । ଆଳୁ ଦର ବୃଦ୍ଧି ହେବା ନେଇ ଯୋଗାଣ ବିଭାଗ କୌଣସି ଗୁରୁତ୍ୱ ଦେଉ ନାହିଁ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story