ବିଶିଷ୍ଟ ସାହିତ୍ୟିକ ପଠାଣି ପଟ୍ଟନାୟକଙ୍କ ପରଲୋକ

କଟକ: ବିଶିଷ୍ଟ ସାହିତ୍ୟିକ ପଠାଣି ପଟ୍ଟନାୟକଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ  ହୋଇଥିଲା। ଖ୍ରୀଷ୍ଟ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଥିଲେ ପଠାଣି ପଟ୍ଟନାୟକ। କିଛି ଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ।