ବିଶିଷ୍ଟ ସାହିତ୍ୟିକ ପଠାଣି ପଟ୍ଟନାୟକଙ୍କ ପରଲୋକ

କଟକ: ବିଶିଷ୍ଟ ସାହିତ୍ୟିକ ପଠାଣି ପଟ୍ଟନାୟକଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ  ହୋଇଥିଲା। ଖ୍ରୀଷ୍ଟ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଥିଲେ ପଠାଣି ପଟ୍ଟନାୟକ। କିଛି ଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ।  

dead,,

dead,,

Rakesh Mallick
  • Published: Saturday, 04 February 2017
  • Updated: 04 February 2017, 12:13 PM IST

Sports

Latest News

କଟକ: ବିଶିଷ୍ଟ ସାହିତ୍ୟିକ ପଠାଣି ପଟ୍ଟନାୟକଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ  ହୋଇଥିଲା। ଖ୍ରୀଷ୍ଟ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଥିଲେ ପଠାଣି ପଟ୍ଟନାୟକ। କିଛି ଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos