ଫେବ୍ରୁଆରୀ ୨ରୁ ଖୋଲିବ ପଠାଣି ସାମନ୍ତ ପ୍ଲାନେଟାରିୟମ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଫେବ୍ରୁଆରୀ ୨ ତାରିଖରୁ ଖୋଲିବ ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ। ସେହିପରି ବୁର୍ଲା ପ୍ଲାନେଟାରିୟମ ଓ ଖଣ୍ଡପଡ଼ା ପଠାଣି ସାମନ୍ତ ସଂଗ୍ରହାଳୟ ମଧ୍ୟ ଖୋଲିବ। କୋଭିଡ୍‌ କଟକଣା ମଧ୍ୟରେ ପ୍ରତି ସୋମବାର ବ୍ୟତୀତ ଅନ୍ୟ ସବୁ ଦିନ ଖୋଲା ରହିବ। ପ୍ରତ୍ୟେକ ସୋ’ରେ ସର୍ବାଧିକ ୫୦ ଜଣ ଦର୍ଶକଙ୍କୁ ଅନୁମତି ମିଳିବ। ଏନେଇ ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ମହାମାରୀ କରୋନା ପାଇଁ ସମଗ୍ର ଦେଶରେ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ […]

bbsr

bbsr

Manoranjan Sial
  • Published: Friday, 29 January 2021
  • Updated: 29 January 2021, 06:10 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଫେବ୍ରୁଆରୀ ୨ ତାରିଖରୁ ଖୋଲିବ ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ। ସେହିପରି ବୁର୍ଲା ପ୍ଲାନେଟାରିୟମ ଓ ଖଣ୍ଡପଡ଼ା ପଠାଣି ସାମନ୍ତ ସଂଗ୍ରହାଳୟ ମଧ୍ୟ ଖୋଲିବ। କୋଭିଡ୍‌ କଟକଣା ମଧ୍ୟରେ ପ୍ରତି ସୋମବାର ବ୍ୟତୀତ ଅନ୍ୟ ସବୁ ଦିନ ଖୋଲା ରହିବ। ପ୍ରତ୍ୟେକ ସୋ’ରେ ସର୍ବାଧିକ ୫୦ ଜଣ ଦର୍ଶକଙ୍କୁ ଅନୁମତି ମିଳିବ। ଏନେଇ ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ମହାମାରୀ କରୋନା ପାଇଁ ସମଗ୍ର ଦେଶରେ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ଫିଲ୍ମହଲ୍‌, ହୋଟେଲ ଓ ପର୍ଯ୍ୟଟନ ସ୍ଥଳ ବନ୍ଦ ରହିଥିଲା। ଦୀର୍ଘ ବର୍ଷେ ପରେ ସରକାର ଧୀରେ ଧୀରେ ଗୋଟିଏ ପରେ ଗୋଟିଏ ଶିଳ୍ପ ଖୋଲିବା ଆରମ୍ଭ କରିଛନ୍ତି। ହୋଟେଲ, ପର୍ଯ୍ୟଟନ ଶିଳ୍ପ, ଫିଲ୍ମ ହଲ ପ୍ରମୁଖ ଖୋଲିଥିଲା। ବହୁ ବାଦ ବିବାଦ ପରେ ରାଜ୍ୟ ସରକାର ଦଶମ, ଦ୍ୱାଦଶ ଓ + ୩ ଶେଷବର୍ଷ ଶ୍ରେଣୀ ଗୁଡ଼ିକ ଖୋଲିଥିଲେ। ଏ ସବୁ କୋଭିଡ୍‌ ଗାଇଡ୍‌ ଲାଇନ୍‌ ଅନୁସାରେ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏବେ ପଠାଣି ସାମନ୍ତ ପ୍ଲାନେଟାରିୟମ, ବୁର୍ଲା ପ୍ଲାନେଟାରିୟମ ଓ ଖଣ୍ଡପଡ଼ା ପଠାଣି ସାମନ୍ତ ସଂଗ୍ରହାଳୟ ଖୋଲିବାକୁ ନିଷ୍ପତ୍ତି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story