କଟକ ଏସସିବି ମେଡିକାଲକୁ ବିଶ୍ୱସ୍ତରୀୟ ଢାଞ୍ଚାରେ ଗଢି ତୋଳିବାକୁ ରାଜ୍ୟ ସରକାର ପ୍ରୟାସ କରୁଥିବା ବେଳେ କିଭଳି ରୋଗୀ ଚିକିତ୍ସା ସୁବିଧା ପାଉଛନ୍ତି ତାର ବାସ୍ତବ ଚିତ୍ର ସାମ୍ନାକୁ ଆସିଛି।