ପାଟକୁରା ଆସନ ଲାଗି ଭୋଟ ଗଣତି ଆରମ୍ଭ

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ଆଜି ପ୍ରକାଶ ପାଇବ କେନ୍ଦ୍ରାପଡା ଜିଲ୍ଲା ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ। ସକାଳ ୮ଟାରୁ ଆରମ୍ଭ ହେଲାଣି ଭୋଟ ଗଣତି। ଏଥିନିମନ୍ତେ କେନ୍ଦ୍ରାପଡ଼ା ଅଟୋନୋମସ୍ କଲେଜରେ ଷ୍ଟ୍ରଙ୍ଗ ରୁମ୍‌ ହୋଇଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୂରା ଅଞ୍ଚଳ ସିସିଟିଭି ନଜରରେ ଥିବା ବେଳେ କେନ୍ଦ୍ରକୁ ଜଗି ରହିଛନ୍ତି ସୁରକ୍ଷାକର୍ମୀ। ଭୋଟ ଗଣତି ପାଇଁ ୧୮ଟି ଟେବୁଲ୍‌ ବ୍ୟବସ୍ଥା କରାଯାଇଛି । ଏଠାକାର […]

evm-1..

evm-1..

Niharika Rout
  • Published: Wednesday, 24 July 2019
  • Updated: 24 July 2019, 09:07 AM IST

Sports

Latest News

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ଆଜି ପ୍ରକାଶ ପାଇବ କେନ୍ଦ୍ରାପଡା ଜିଲ୍ଲା ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ। ସକାଳ ୮ଟାରୁ ଆରମ୍ଭ ହେଲାଣି ଭୋଟ ଗଣତି। ଏଥିନିମନ୍ତେ କେନ୍ଦ୍ରାପଡ଼ା ଅଟୋନୋମସ୍ କଲେଜରେ ଷ୍ଟ୍ରଙ୍ଗ ରୁମ୍‌ ହୋଇଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୂରା ଅଞ୍ଚଳ ସିସିଟିଭି ନଜରରେ ଥିବା ବେଳେ କେନ୍ଦ୍ରକୁ ଜଗି ରହିଛନ୍ତି ସୁରକ୍ଷାକର୍ମୀ।

ଭୋଟ ଗଣତି ପାଇଁ ୧୮ଟି ଟେବୁଲ୍‌ ବ୍ୟବସ୍ଥା କରାଯାଇଛି । ଏଠାକାର ୩୦୯ଟି ବୁଥ୍ ପାଇଁ ୧୭ ରାଉଣ୍ଡ ଗଣତି ହେବ । ପ୍ରତି ଟେବୁଲ୍ ପାଇଁ ମାଇକ୍ରୋ ଅବଜରଭର୍ ଓ ଦୁଇ ଜଣ କାଉଣ୍ଟିଂ ପର୍ସୋନେଲ୍ ରହିବେ । ସବୁ ଦଳର ଏଜେଣ୍ଟଙ୍କ ଉପସ୍ଥିତିରେ  ହେଉଛି ଭୋଟ୍ ଗଣତି। ଶୀଘ୍ର ଗଣତି କରି ଦିନ ଗୋଟାଏ ସୁଦ୍ଧା ଫଳାଫଳ ଘୋଷଣା କରାଯିବ ବୋଲି ଗତକାଲି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂଚନା ଦେଇଥିଲ।

ଏପଟେ ବହୁଚର୍ଚ୍ଚିତ ପାଟକୁରା ଆସନରେ କାହାର ହେବ ବାଜିମାତ, ସେନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଦେଇଛି । ୧୦ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ବିଜେଡିର ସାବିତ୍ରୀ ଅଗ୍ରଓ୍ୱାଲ୍ ଓ ବିଜେପିର ବିଜୟ ମହାପାତ୍ରଙ୍କ ମଧ୍ୟରେ ମୁଖ୍ୟତଃ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଏଥର ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ର ଜିତି କରି ବିଧାନସଭା ଯିବେ ନା ତାଙ୍କ ରାଜନୈତିକ କ୍ୟାରିଅରର ଅନ୍ତ ଘଟିବ, ତାହାକୁ ସମସ୍ତେ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story