Advertisment

‘୨୦ ହଜାର କୋଟି ଟଙ୍କାର ଜମି ଦୁର୍ନୀତି ଅଭିଯୋଗ ଘଟଣାକୁ ଚାପିଦେବାକୁ ବସିଛନ୍ତି ସରକାର’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦ ହଜାର କୋଟି ଟଙ୍କାର ଜମି ଦୁର୍ନୀତି ଅଭିଯୋଗ ଘଟଣାକୁ ଚାପିଦେବାକୁ ବସିଛନ୍ତି ରାଜ୍ୟ ସରକାର । ଜମି ଦୁର୍ନୀତି ନେଇ ବିଜେଡି ବିରୋଧରେ ଏଭଳି ଅନେକ ଅଭିଯୋଗ ରହିଛି।  ଯଦି ଏହା ସତ ହୋଇଥାଏ, ତାହେଲେ ସରକାର ଦୁର୍ନୀତିର ଗନ୍ତାଘର ବୋଲି କୁହାଯିବ । ଟ୍ୱିଟ୍ ଯୋଗେ ଏଭଳି ମନ୍ତବ୍ୟ ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ।  ତାସହ ଏଭଳି ଦୁର୍ନୀତି ଅଭିଯୋଗ ଘଟଣାର ନିରପେକ୍ଷ ତଦନ୍ତ ହେବା ଦରକାର ବୋଲି ସେ […]

‘ଯେତେ ଶୀଘ୍ର ପିସିସି ସଭାପତି ପରିବର୍ତ୍ତନ ହେବ ସେତେ ଭଲ’

niranjan-patnaik

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦ ହଜାର କୋଟି ଟଙ୍କାର ଜମି ଦୁର୍ନୀତି ଅଭିଯୋଗ ଘଟଣାକୁ ଚାପିଦେବାକୁ ବସିଛନ୍ତି ରାଜ୍ୟ ସରକାର । ଜମି ଦୁର୍ନୀତି ନେଇ ବିଜେଡି ବିରୋଧରେ ଏଭଳି ଅନେକ ଅଭିଯୋଗ ରହିଛି।  ଯଦି ଏହା ସତ ହୋଇଥାଏ, ତାହେଲେ ସରକାର ଦୁର୍ନୀତିର ଗନ୍ତାଘର ବୋଲି କୁହାଯିବ । ଟ୍ୱିଟ୍ ଯୋଗେ ଏଭଳି ମନ୍ତବ୍ୟ ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ।  ତାସହ ଏଭଳି ଦୁର୍ନୀତି ଅଭିଯୋଗ ଘଟଣାର ନିରପେକ୍ଷ ତଦନ୍ତ ହେବା ଦରକାର ବୋଲି ସେ କହିଛନ୍ତି।

Advertisment

ନବୀନ ସରକାର ଅମଳରେ ପାଞ୍ଚ ପାଞ୍ଚଟି ମେଗା ଜମି ଦୁର୍ନୀତି ନେଇ ଗତକାଲି ଅଭିଯୋଗ ଆଣିଥିଲେ ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ  ତଥ୍ୟ ଭିତ୍ତିକ ପ୍ରମାଣ ସହ ସଂଗୀନ ଅଭିଯୋଗ ଆଣିଥିଲେ ପ୍ରଦୀପ।  ପ୍ରଦୀପ କହିଥିଲେ-ଟ୍ୱିନସିଟିରେ ଇଚ୍ଛାଧୀନ କୋଟାରେ ଘର ଓ ପ୍ଳଟ୍ ସ୍କାମରୁ ଗୋଟିଏ ବି ଜମି ସରକାରୀ ଖାତାକୁ ଫେରିନି।  ପ୍ରାୟ ୨୦ ହଜାର କୋଟିର ଜମି ଦୁର୍ନୀତିକୁ ଚାପି ଦେଇଛନ୍ତି ସରକାର । ତେବେ ଏ ସମସ୍ତ ଅଭିଯୋଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଫିସ୍, ଶାସକଦଳର ପ୍ରତିକ୍ରିୟା ମିଳି ପାରିନାହିଁ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe