ତ୍ରିରଙ୍ଗାକୁ ଅସମ୍ମାନ, ପିଇଓ ଗିରଫ

କୋଣାର୍କ (ସଞ୍ଜୟ ପତି): ଜାତୀୟ ପତାକାକୁ ଅସମ୍ମାନ କରି ଗିରଫ ହୋଇଛନ୍ତି ପୁରୀ ଜିଲ୍ଲା ଗୋପ ବ୍ଲକ ସିମିଳି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ପ୍ରଶାନ୍ତ କୁମାର ସ୍ୱାଇଁ। ସେ ଜାତୀୟ ପତାକାରେ ଅଫିସ୍‌ର ଟେବୁଲ, ଚୌକି ସହିତ ମୋବାଇଲ ପୋଛି ଥିଲେ। ଏପରିକି ଅଫିସ୍ କାନ୍ଥରେ ଲାଗିଥିବା ଅଳନ୍ଧୁକୁ ସେ ଜାତୀୟ ପତାକାରେ ଝାଡ଼ି ଥିଲେ। ଏହାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା ଓ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହା ପରେ ସେ […]

Prasant

Prasant

Jitendra Garnayak
  • Published: Thursday, 12 January 2023
  • Updated: 12 January 2023, 06:44 PM IST

Sports

Latest News

କୋଣାର୍କ (ସଞ୍ଜୟ ପତି): ଜାତୀୟ ପତାକାକୁ ଅସମ୍ମାନ କରି ଗିରଫ ହୋଇଛନ୍ତି ପୁରୀ ଜିଲ୍ଲା ଗୋପ ବ୍ଲକ ସିମିଳି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ପ୍ରଶାନ୍ତ କୁମାର ସ୍ୱାଇଁ।

ସେ ଜାତୀୟ ପତାକାରେ ଅଫିସ୍‌ର ଟେବୁଲ, ଚୌକି ସହିତ ମୋବାଇଲ ପୋଛି ଥିଲେ। ଏପରିକି ଅଫିସ୍ କାନ୍ଥରେ ଲାଗିଥିବା ଅଳନ୍ଧୁକୁ ସେ ଜାତୀୟ ପତାକାରେ ଝାଡ଼ି ଥିଲେ। ଏହାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା ଓ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହା ପରେ ସେ ଦେଶବାସୀଙ୍କୁ ଭୁଲ୍ ମାଗିଥିଲେ। ଅନ୍ୟମନସ୍କରେ ସେ ଏମିତି କରି ଦେଇଥିବା ଗଣମାଧ୍ୟମ ଆଗରେ କହିଥିଲେ। ଜୀବନରେ ଆଉ କେବେ ଏମିତି ଭୁଲ୍ କରିବେ ନାହିଁ ବୋଲି କହିଥିଲେ।

ଅନ୍ୟପକ୍ଷରେ ପ୍ରଶାନ୍ତ କୁମାର ସ୍ୱାଇଁଙ୍କ ଏଭଳି ଘୃଣ୍ୟ କାର୍ଯ୍ୟ ବିରୋଧରେ ସିମିଳି ପଞ୍ଚାୟତ ସମିତି ସଭ୍ୟ ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲା ପାଇବା ପରେ ପୁଲିସ୍ ମାମଲା ରୁଜୁ କରି ପ୍ରଶାନ୍ତଙ୍କୁ ଗିରଫ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story