ଏଟିଏମ୍‌ ଲୁଟ୍‌ ଉଦ୍ୟମ ବେଳେ ଧରାପଡ଼ିଲେ, ଛେଚା ଖାଇଲେ

ଭଦ୍ରକ(ଓଡ଼ିଶା ରିପୋର୍ଟର): ଏଟିଏମ୍‌ ଲୁଟ୍ ଉଦ୍ୟମ ବେଳେ ଲୋକଙ୍କ ହାତରେ ଧରାପଡ଼ି ନିର୍ଧୂମ୍ ଛେଚା ଖାଇଲା ଲୁଟେରା। ଏହି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା ଅନ୍ତର୍ଗତ ମାଳଦାରେ। ସୂଚନା ଅନୁସାରେ, ଗତକାଲି ରାତିରେ ମାଳଦା ବଜାରରେ ଥିବା ଏକ ଏସ୍‌ବିଆଇ ଏଟିଏମ୍‌କୁ ଜଣେ ଲୁଟେରା ଭାଙ୍ଗିବା ସହ ଲୁଟ୍ ପାଇଁ ଉଦ୍ୟମ କରୁଥିଲା। ତେବେ ଏହା ଲୋକଙ୍କ ନଜରରେ ପଡ଼ିଯିବାରୁ ସେଠାରୁ ସେ ଦୌଡ଼ି ପଳାଇବାକୁ ଚେଷ୍ଟା କରିଥିଲା। ହେଲେ ସ୍ଥାନୀୟ ଲୋକେ ତାକୁ […]

atmloot

atmloot

Jitendra Garnayak
  • Published: Thursday, 22 November 2018
  • Updated: 22 November 2018, 03:47 PM IST

Sports

Latest News

ଭଦ୍ରକ(ଓଡ଼ିଶା ରିପୋର୍ଟର): ଏଟିଏମ୍‌ ଲୁଟ୍ ଉଦ୍ୟମ ବେଳେ ଲୋକଙ୍କ ହାତରେ ଧରାପଡ଼ି ନିର୍ଧୂମ୍ ଛେଚା ଖାଇଲା ଲୁଟେରା। ଏହି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା ଅନ୍ତର୍ଗତ ମାଳଦାରେ।

ସୂଚନା ଅନୁସାରେ, ଗତକାଲି ରାତିରେ ମାଳଦା ବଜାରରେ ଥିବା ଏକ ଏସ୍‌ବିଆଇ ଏଟିଏମ୍‌କୁ ଜଣେ ଲୁଟେରା ଭାଙ୍ଗିବା ସହ ଲୁଟ୍ ପାଇଁ ଉଦ୍ୟମ କରୁଥିଲା। ତେବେ ଏହା ଲୋକଙ୍କ ନଜରରେ ପଡ଼ିଯିବାରୁ ସେଠାରୁ ସେ ଦୌଡ଼ି ପଳାଇବାକୁ ଚେଷ୍ଟା କରିଥିଲା। ହେଲେ ସ୍ଥାନୀୟ ଲୋକେ ତାକୁ କାବୁ କରି ନିର୍ଧୂମ୍‌ ପିଟିଥିଲେ।

[caption id="attachment_304281" align="aligncenter" width="730"]injured ଧରାପଡ଼ିଥିବା ଲୁଟେରା[/caption]

ଏନେଇ ଭଣ୍ଡାରିପୋଖରୀ ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଆହତ ଲୁଟେରାକୁ ଉଦ୍ଧାର କରିଥିଲା। ଏଥିସହ ଏଟିଏମ୍‌ଠାରୁ କିଛି ଦୂରରେ ଅପେକ୍ଷା କରିଥିବା ଏକ କାର୍‌କୁ ମଧ୍ୟ ଜବତ କରାଯାଇଛି। କାର୍‌ ଡ୍ରାଇଭରକୁ ପୁଲିସ୍‌ ଅଟକ ରଖିଛି।

https://youtu.be/KsUi0TqFigg

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story