ମାଟି ଖୋଳୁ ଖୋଳୁ ବାହାରିଲେ ମହାଦେବ

ଉମରକୋଟ (ଓଡ଼ିଶା ରିପୋର୍ଟର): ମାଟି ଖୋଳୁ ଖୋଳୁ ବାହାରିଲେ ମହାଦେବ। ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍ ଅନ୍ତର୍ଗତ ନାଙ୍ଗରାଡଙ୍ଗରୀ ଗାଁରେ  ଏପରି ଘଟଣା ନଜରକୁ ଆସିଛି। ଗାଁ ଲୋକଙ୍କ କହିବାନୁଯାୟୀ, ଗାଁର ଦଶମୁ ଭତ୍ରା କନ୍ଦା ଖୋଳୁ ଖୋଳୁ ଶିବ ଲିଙ୍ଗ ଦେଖିବାକୁ ପାଇଥିଲେ। ଏନେଇ ସେ ସ୍ଥାନୀୟ ଲୋକଙ୍କୁ ଜଣାଇବା ପରେ ସମସ୍ତେ ମିଶି ଖୋଳିବା ପରେ ଶିବଲିଙ୍ଗ ବାହାରିଥିଲା। ଏହି ଘଟଣା ଜଣାପଡ଼ିବା ପରେ  ସ୍ଥାନୀୟ ଲୋକେ ଉକ୍ତ ସ୍ଥାନରେ ପୂଜାର୍ଚ୍ଚନା କରୁଛନ୍ତି । […]

god,,,

god,,,

Tapaswini Nayak
  • Published: Wednesday, 20 November 2019
  • Updated: 20 November 2019, 02:45 PM IST

Sports

Latest News

ଉମରକୋଟ (ଓଡ଼ିଶା ରିପୋର୍ଟର): ମାଟି ଖୋଳୁ ଖୋଳୁ ବାହାରିଲେ ମହାଦେବ। ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍ ଅନ୍ତର୍ଗତ ନାଙ୍ଗରାଡଙ୍ଗରୀ ଗାଁରେ  ଏପରି ଘଟଣା ନଜରକୁ ଆସିଛି।

ଗାଁ ଲୋକଙ୍କ କହିବାନୁଯାୟୀ, ଗାଁର ଦଶମୁ ଭତ୍ରା କନ୍ଦା ଖୋଳୁ ଖୋଳୁ ଶିବ ଲିଙ୍ଗ ଦେଖିବାକୁ ପାଇଥିଲେ। ଏନେଇ ସେ ସ୍ଥାନୀୟ ଲୋକଙ୍କୁ ଜଣାଇବା ପରେ ସମସ୍ତେ ମିଶି ଖୋଳିବା ପରେ ଶିବଲିଙ୍ଗ ବାହାରିଥିଲା। ଏହି ଘଟଣା ଜଣାପଡ଼ିବା ପରେ  ସ୍ଥାନୀୟ ଲୋକେ ଉକ୍ତ ସ୍ଥାନରେ ପୂଜାର୍ଚ୍ଚନା କରୁଛନ୍ତି । ଏହାକୁ ଦେଖିବା ପାଇଁ ଆଖପାଖ ଅଞ୍ଚଳର ଲୋକଙ୍କ ଭିଡ଼ ଜମୁଛି। ଗବେଷକଙ୍କ ମତ ଅନୁଯାୟୀ, ୫ମ ଶତାବ୍ଦୀରେ ନଳବଂଶ ସାମ୍ରାଜ୍ୟର ରାଜା ବାଣାଶୁର ଏଭଳି ଶିବ ଲିଙ୍ଗ ଏହି ଅଞ୍ଚଳର ବିଭିନ୍ନ ସ୍ଥାନରେ ସ୍ଥାପନ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story