ଡାହାଣୀ ସନ୍ଦେହରେ ମହିଳାଙ୍କୁ ପିଟିପିଟି ହତ୍ୟା

<p>ରାଉରକେଲା: ରାଉରକେଲା କୁଆଁରମୁଣ୍ଡାର ଲତାଖଣ୍ଡି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଡାହାଣୀ ସନ୍ଦେହରେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଯଶୋଦା ସିଂ।&nbsp; ଯଶୋଦାଙ୍କ ସ୍ୱାମୀ ଓ ତାଙ୍କ ପୁଅ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।&nbsp; ଉଭୟଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।&nbsp; ଏହି ଘଟଣାରେ କୁଆଁରମୁଣ୍ଡା ଫାଣ୍ଡି ପୋଲିସ ୧୦ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।</p> <p>ଡାହାଣୀ ସନ୍ଦେହର ଗତକାଲି ବିଳମ୍ବିତ ରାତିରେ କିଛି ଗ୍ରାମବାସୀ ସଂଘବଦ୍ଧ ଭାବେ ଏହି ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି।</p>

Ordigital Desk
  • Published: Saturday, 03 March 2018
  • Updated: 03 March 2018, 01:03 PM IST

Sports

Latest News

<p>ରାଉରକେଲା: ରାଉରକେଲା କୁଆଁରମୁଣ୍ଡାର ଲତାଖଣ୍ଡି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଡାହାଣୀ ସନ୍ଦେହରେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଯଶୋଦା ସିଂ।&nbsp; ଯଶୋଦାଙ୍କ ସ୍ୱାମୀ ଓ ତାଙ୍କ ପୁଅ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।&nbsp; ଉଭୟଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।&nbsp; ଏହି ଘଟଣାରେ କୁଆଁରମୁଣ୍ଡା ଫାଣ୍ଡି ପୋଲିସ ୧୦ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।</p><p>ଡାହାଣୀ ସନ୍ଦେହର ଗତକାଲି ବିଳମ୍ବିତ ରାତିରେ କିଛି ଗ୍ରାମବାସୀ ସଂଘବଦ୍ଧ ଭାବେ ଏହି ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos