ନୀଳଗିରିରେ ଉଡ଼ନ୍ତା ବେଲୁନ ଆତଙ୍କ, ଲୋକେ ଭୟଭୀତ

ନୀଳଗିରି (ଓଡ଼ିଶା ରିପୋର୍ଟର): ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ୍‌ ଅନ୍ତର୍ଗତ ତେଲିପାଳ ଅଞ୍ଚଳରେ ଏକ ଉଡ଼ନ୍ତା ବେଲୁନ୍‌କୁ ନେଇ ଏବେ ଆତଙ୍କ ସୃଷ୍ଟି ହୋଇଛି। ବେଲୁନ୍‌ରେ କିଛି ଯନ୍ତ୍ରାଂଶ, କ୍ୟାମେରା ଲାଗିଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଛନ୍ତି। ସୂଚନା ଅନୁସାରେ, ଆଜି ସକାଳେ ତେଲିପାଳ ଅଞ୍ଚଳରେ ଏହି ଉଡ଼ନ୍ତା ବେଲୁନ୍ ଆସି ଏକ ଗଛରେ ଲାଗି ରହିବା ସହ ତଳେ ପଡ଼ି ଯାଇଥିଲା। ‌ବେଲୁନ୍‌ରେ କିଛି ଯନ୍ତ୍ରାଂଶ, କ୍ୟାମେରା ଲାଗିଥିବା ଦେଖିବାକୁ […]

ballon

ballon

Tapaswini Nayak
  • Published: Saturday, 17 October 2020
  • Updated: 17 October 2020, 01:50 PM IST

Sports

Latest News

ନୀଳଗିରି (ଓଡ଼ିଶା ରିପୋର୍ଟର): ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ୍‌ ଅନ୍ତର୍ଗତ ତେଲିପାଳ ଅଞ୍ଚଳରେ ଏକ ଉଡ଼ନ୍ତା ବେଲୁନ୍‌କୁ ନେଇ ଏବେ ଆତଙ୍କ ସୃଷ୍ଟି ହୋଇଛି। ବେଲୁନ୍‌ରେ କିଛି ଯନ୍ତ୍ରାଂଶ, କ୍ୟାମେରା ଲାଗିଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଛନ୍ତି।

ସୂଚନା ଅନୁସାରେ, ଆଜି ସକାଳେ ତେଲିପାଳ ଅଞ୍ଚଳରେ ଏହି ଉଡ଼ନ୍ତା ବେଲୁନ୍ ଆସି ଏକ ଗଛରେ ଲାଗି ରହିବା ସହ ତଳେ ପଡ଼ି ଯାଇଥିଲା। ‌ବେଲୁନ୍‌ରେ କିଛି ଯନ୍ତ୍ରାଂଶ, କ୍ୟାମେରା ଲାଗିଥିବା ଦେଖିବାକୁ ମିଳିଛି।

ସ୍ଥାନୀୟ ଲୋକେ ଏ ନେଇ ପୁଲିସ୍‌କୁ ଖବର ଦେଇଥିଲେ। ଘଟଣାସ୍ଥଳରେ ବରହମ୍‌ପୁର ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ବେଲୁନ୍ କେଉଁଠୁ ଆସିଲା ? କେଉଁ ଉଦ୍ଦେଶ୍ୟରେ ଏଭଳି ଯନ୍ତ୍ରାଂଶ, କ୍ୟାମେରା ଖଞ୍ଜା ଯାଇ ବେଲୁନ୍‌ ଉଡାଯାଉଥିଲା, ଏହାକୁ ନେଇ ଖୋଳତାଡ଼ ଆରମ୍ଭ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story