ଝଡ଼ତୋଫାନ ଓ କୁଆପଥର ମାଡ଼ ସହ ବର୍ଷା ହେବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ। କିଛି ସ୍ଥାନରେ ଝଡ଼ତୋଫାନ ସହ କୁଆପଥର ମାଡ଼ ବି ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପୂର୍ବ ବିହାରରୁ ପଶ୍ଚିମବଙ୍ଗର ଗାଙ୍ଗେୟ ସମତଳ ଅଞ୍ଚଳକୁ ପ୍ରବାହିତ ଏକ ଟ୍ରପ୍‌ ଲାଇନ ପ୍ରଭାବରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବ। ସେହିପରି ଦକ୍ଷିଣ ଓଡ଼ିଶାର ଗୋଟେ ଅବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭବନା ରହିଛି। କେତେକ ସ୍ଥାନରେ […]

rain

rain

Jitendra Garnayak
  • Published: Wednesday, 27 February 2019
  • Updated: 27 February 2019, 09:18 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ। କିଛି ସ୍ଥାନରେ ଝଡ଼ତୋଫାନ ସହ କୁଆପଥର ମାଡ଼ ବି ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପୂର୍ବ ବିହାରରୁ ପଶ୍ଚିମବଙ୍ଗର ଗାଙ୍ଗେୟ ସମତଳ ଅଞ୍ଚଳକୁ ପ୍ରବାହିତ ଏକ ଟ୍ରପ୍‌ ଲାଇନ ପ୍ରଭାବରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବ। ସେହିପରି ଦକ୍ଷିଣ ଓଡ଼ିଶାର ଗୋଟେ ଅବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭବନା ରହିଛି।

କେତେକ ସ୍ଥାନରେ ଝଡ଼ତୋଫାନ ସହ କୁଆପଥର ମାଡ଼ ହେବା ନେଇ ମଧ୍ୟ ସତର୍କ ସୂଚନା ଦିଆଯାଇଛି।

ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story