ପାରାଦ୍ୱୀପ (ରମାକାନ୍ତ ନାୟକ): ସାମୁଦ୍ରିକ ଝଡ଼ 'ଫୋନି'କୁ ନେଇ ଜଗତସିଂହପୁର ଜିଲ୍ଲା ପାରାଦୀପ ଅଞ୍ଚଳରେ କୋକୁଆ ଭୟ ଖେଳିଯାଇଛି। ‘ଫୋନି’କୁ ନେଇ ଗଣମାଧ୍ୟମରେ ଖବର ଦେଖିବା ପରେ ୧୯୯୯ ମହାବାତ୍ୟା କଥା ମନେ ପଡ଼ିଯାଉଛି ବୋଲି ବାତ୍ୟା ଆଶ୍ରୟସ୍ଥଳୀରେ ରହୁଥିବା ଲୋକେ କହିଛନ୍ତି।
‘ଫୋନି’ ଯୋଗୁଁ ଜିଲ୍ଲା ପ୍ରଶାସନ ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର କରି ପାରାଦୀପ ମ୍ୟୁନିସିପାଲଟିର ଏକ ମଣ୍ଡପରେ ଆଶ୍ରୟ ଦେଇଛି। ଏଠାରେ ବର୍ତ୍ତମାନ ପାଖାପାଖି ୨୦୦ରୁ ଅଧିକ ଲୋକ ରହୁଛନ୍ତି। ଏପରିକି ସେମାନଙ୍କ ପାଇଁ ଖାଇବା ବ୍ୟବସ୍ଥା ମଧ୍ୟ କରାଯାଇଛି।
ପାରାଦୀପ ସହରରେ ପବନର ବେଗ ଏତେ ନଥିବା ବେଳେ ମେରାଇନ ଡ୍ରାଇଭରେ କିନ୍ତୁ ପବନର ବେଗ ଅଧିକ ରହିଥିବା ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରୁ ଲୋକ ଆସି ଏହି ବାତ୍ୟାସ୍ଥଳରେ ପହଞ୍ଚିଥିବାରୁ ପ୍ରତ୍ୟେକ ବସ୍ତି ପାଖରେ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ କରିବା ପାଇଁ ଦାବି କରିଛନ୍ତି ଆଶ୍ରୟସ୍ଥଳରେ ଥିବା ଲୋକେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତିରେ କଥା କଟାକଟି, ସକାଳୁ ରେଳ ଧାରଣାରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ୱାମୀଙ୍କ ସହ କଥା କଟାକଟି ଅତିଷ୍ଠ କଲା। ତେଣୁ ଘର ସଂସାରର ମୋହ ବି ତୁଛ ଲାଗିଲା। ଏପରି ସମୟରେ ବଞ୍ଚିବାଠୁ ମରିବାକୁ ଶ୍ରେୟକର ଭାବି ରାତି ଅଧରେ ଘର ଛାଡ଼ିଲେ ମହିଳା।
Accident
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଜଳିଗଲା, ଡ୍ରାଇଭର ଜୀବନ୍ତ ଦଗ୍ଧ
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଲାଗି ଯାଇଛି ନିଆଁ। ଏହି ନିଆଁରେ ଜଣେ ଟ୍ରକ୍ ଚାଳକ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ଆଉ ଜଣେ ଡ୍ରାଇଭରଙ୍କ ପତ୍ତା ମିଳୁନି।
Miscellaneous
ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବା ମହଙ୍ଗା ପଡ଼ିଲା, ହିନ୍ଦୀ ଶିକ୍ଷକ ନିଲମ୍ବିତ
ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବା ମହଙ୍ଗା ପଡ଼ିଲା । ନିଲମ୍ବିତ ହେଲେ ହିନ୍ଦୀ ଶିକ୍ଷକ।
Crime
ଗୋରୁ ବୋଝେଇ ଗାଡ଼ି ଜବତ, ଦୁଇ ଗିରଫ
ବାଲେଶ୍ୱର ଜିଲ୍ଲା ସୋର ବାରିକପୁର ହାଟରେ ଗୋରୁ ଚାଲାଣ ବେଳେ ଗୋରୁ ଗାଡି ଜବତ କରିବା ସହ ଅନେକ ଗୋରୁଙ୍କୁ ଉଦ୍ଧାର କରିଛି ପୁଲିସ। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି।
Accident
ମଝି ରାସ୍ତାରେ ପିକ୍ଅପ୍ ଭ୍ୟାନ୍ ଓ ବାଇକ୍ ଧକ୍କା
ତିରିଂ ଥାନା ଜିରାଇ ଗାଁର ଆକାଶ ମୁର୍ମୁ ଓ ବିଶ୍ଵନାଥ ସୋରେନ କୌଣସି କାମରେ ବାଇକ୍ରେ ବିଶୋଇ ଯାଇଥିଲେ। ସନ୍ଧ୍ୟା ବେଳେ ସେମାନେ ଘରକୁ ଫେରୁଥିଲେ। ତେବେ ରାଇରଙ୍ଗପୁର ସହର ମହୁଲଡିହା ଛକରେ ସମ୍ମୁଖରୁ ଆସୁଥିବା ଏକ ପିକ୍ଅପ୍ ଭ୍ୟାନ୍ ଧକ୍କା ଦେଇଥିଲା।