ପେଟ୍ରୋଲ ଓ ଡିଜେଲକୁ ଜିଏସ୍‌ଟି ଅନ୍ତର୍ଭୁକ୍ତ କରିବାକୁ ଧର୍ମେନ୍ଦ୍ରଙ୍କ ଅପିଲ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନକୁ ଦିନ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ସେଥିପାଇଁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ତେଣୁ ପେଟ୍ରୋଲ ଓ ଡିଜେଲକୁ ଜିଏସ୍‌ଟିରେ ପରିସରଭୁକ୍ତ କରିବାକୁ ଦାବି ହୋଇଆସୁଥିଲେ। ତେବେ ଏଥିପାଇଁ ସହମତି ପ୍ରକାଶ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ଆଜି ଜିଏସ୍‌ଟି କାଉନ୍‌ସିଲ୍‌ ନିକଟରେ ଅପିଲ କରିଛନ୍ତି। ପେଟ୍ରୋଲ ଓ ଡିଜେଲ ଜିଏସ୍‌ଟି ଅଧୀନକୁ ଆସିଲେ ସମଗ୍ର […]

petrol and diesel include in gst

Rakesh Mallick
  • Published: Monday, 02 April 2018
  • , Updated: 02 April 2018, 04:36 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନକୁ ଦିନ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ସେଥିପାଇଁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ତେଣୁ ପେଟ୍ରୋଲ ଓ ଡିଜେଲକୁ ଜିଏସ୍‌ଟିରେ ପରିସରଭୁକ୍ତ କରିବାକୁ ଦାବି ହୋଇଆସୁଥିଲେ। ତେବେ ଏଥିପାଇଁ ସହମତି ପ୍ରକାଶ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ଆଜି ଜିଏସ୍‌ଟି କାଉନ୍‌ସିଲ୍‌ ନିକଟରେ ଅପିଲ କରିଛନ୍ତି। ପେଟ୍ରୋଲ ଓ ଡିଜେଲ ଜିଏସ୍‌ଟି ଅଧୀନକୁ ଆସିଲେ ସମଗ୍ର ଦେଶରେ ଲୋକେ ସମାନ ମୂଲ୍ୟରେ ପାଇବେ।

Related story