ଭୁବନେଶ୍ୱର: ପୁରୁଣା ୫୦୦ ଓ ୧୦୦୦ ଟଙ୍କିଆ ନୋଟ୍ ଗ୍ରହଣ ନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରାୟତ ପେଟ୍ରୋଲ ପମ୍ପ ଓ ଗ୍ୟାସ୍ ଷ୍ଟେସନକୁ ତାଗିଦ କରିଛନ୍ତି।
ସେ କହିଛନ୍ତି,“ଗତକାଲି ମଧ୍ୟରାତ୍ରୀରୁ ଏହି ନୋଟ୍ ପ୍ରଚଳନ ବନ୍ଦ ହୋଇଥିଲେ ମଧ୍ୟ ପେଟ୍ରୋଲ ପମ୍ପ ଓ ଗ୍ୟାସ୍ ଏଜେନ୍ସୀରେ ଏହା ୭୨ ଘଣ୍ଟା ପର୍ଯ୍ୟନ୍ତ ଗ୍ରହଣ କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ତେଣୁ ପେଟ୍ରୋଲ ପମ୍ପ ଓ ଗ୍ୟାସ୍ ଏଜେନ୍ସୀ ଏହି ଟଙ୍କା ନେବାକୁ ବାଧ୍ୟ। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଏହି ଟଙ୍କା ନେବାକୁ ଅରାଜି ହେବାର ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠନ ନିଆଯିବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।