‘ନରେନ୍ଦ୍ର ମୋଦିଙ୍କ ଶାସନ କାଳରେ ଗରିବ ବେଶୀ ଲାଭବାନ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସ୍ୱାଧୀନତାଠାରୁ ଆଜି ପର୍ଯ୍ୟନ୍ତ ଦେଶର ବିକାଶ ଯାତ୍ରାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ କାଳରେ ଗରିବ ସବୁଠୁ ବେଶୀ ଲାଭାନ୍ୱିତ ହୋଇଛନ୍ତି। ଭୁବନେଶ୍ୱରଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ସପ୍ତାହ ଅବସରରେ ବିଜେପିର ରାଜ୍ୟସ୍ତରୀୟ “ସେବା ସପ୍ତାହ” ଅଭିଯାନ କାର୍ଯ୍ୟକ୍ରମ ଉଦ୍‌ଘାଟନ କରି ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜଧାନୀ ଭୁବନେଶ୍ୱରର ଭରତପୁର ଅଞ୍ଚଳରେ “ସେବା ସପ୍ତାହ” ପାଳିତ ହୋଇଛି। ଏହି ଅବସରରେ ରକ୍ତଦାନ ଶିବିର, ଦିବ୍ୟାଙ୍ଗମାନଙ୍କୁ ଉପକରଣ ବଣ୍ଟନ ଓ ସ୍ୱାସ୍ଥ୍ୟ […]

bjp

bjp

Manoranjan Sial
  • Published: Saturday, 14 September 2019
  • Updated: 14 September 2019, 05:57 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସ୍ୱାଧୀନତାଠାରୁ ଆଜି ପର୍ଯ୍ୟନ୍ତ ଦେଶର ବିକାଶ ଯାତ୍ରାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ କାଳରେ ଗରିବ ସବୁଠୁ ବେଶୀ ଲାଭାନ୍ୱିତ ହୋଇଛନ୍ତି। ଭୁବନେଶ୍ୱରଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ସପ୍ତାହ ଅବସରରେ ବିଜେପିର ରାଜ୍ୟସ୍ତରୀୟ “ସେବା ସପ୍ତାହ” ଅଭିଯାନ କାର୍ଯ୍ୟକ୍ରମ ଉଦ୍‌ଘାଟନ କରି ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ରାଜଧାନୀ ଭୁବନେଶ୍ୱରର ଭରତପୁର ଅଞ୍ଚଳରେ “ସେବା ସପ୍ତାହ” ପାଳିତ ହୋଇଛି। ଏହି ଅବସରରେ ରକ୍ତଦାନ ଶିବିର, ଦିବ୍ୟାଙ୍ଗମାନଙ୍କୁ ଉପକରଣ ବଣ୍ଟନ ଓ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସେ କହିଛନ୍ତି-“ଜଳ ସଂରକ୍ଷଣ ଓ ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକର ବର୍ଜନ କରିବା ସହ ଏହାର ଜନ ସଚେତନତା କଲେ ତାହା ହେବ ମୋଦିଙ୍କ ଜନ୍ମଦିନରେ ତାଙ୍କ ପ୍ରତି ସର୍ବଶ୍ରେଷ୍ଠ ଉପହାର। ଆଉ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଦେଶକୁ ପୁନଃନିର୍ମାଣ କରିବାର ଲକ୍ଷ୍ୟ ‘ସେବା ସପ୍ତାହ’ ମାଧ୍ୟମରେ ସାକାର ହୋଇପାରିବ। ଏଥିପାଇଁ ୧୨୫ କୋଟି ଲୋକଙ୍କୁ ନିଜେ ଦାୟିତ୍ୱ ନେଇ ପାଦେ ଆଗକୁ ବଢିବାକୁ ପଡ଼ିବ।”

ସେ କହିଛନ୍ତି-“ଗୋଟିଏ କଳ୍ପନା ଓ ବିଚାର ସଭା ସମିତିରେ ସୀମିତ ହୋଇ ନରହୁ। ଏହାକୁ କ୍ରିୟାନ୍ୱୟନ କରିବାର ଦାୟିତ୍ୱ ବିଶେଷ ଭାବେ ପ୍ରଧାନମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ଲୋକମାନେ ସାକାର କରନ୍ତୁ। ରାସ୍ତାରେ ବାମପଟେ ଚାଲିବା ଓ କଷ୍ଟରେ ପଡ଼ିଥିବା ଲୋକକୁ ଉଦ୍ଧାର କରିବା ଯେପରି ଦାୟିତ୍ୱ, ଠିକ୍‌ ସେଭଳି କାର୍ଯ୍ୟକ୍ରମ “ସେବା ସପ୍ତାହ”ରେ କରିବା ପାଇଁ ୧୨୫ କୋଟି ଲୋକଙ୍କୁ ଦାୟିତ୍ୱ ନେବାକୁ ପଡ଼ିବ। ଏହି ସେବା ସପ୍ତାହ ବାର୍ତ୍ତାକୁ ସାମାଜିକ ଗଣମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚାଇବା ସହ ନିଜେ କରିଥିବା ସେବା କାମର ଫଟୋକୁ ଫେସ୍‌ବୁକ ଓ ଟ୍ୱିଟରରେ ଛାଡ଼ି ବନ୍ଧୁମାନଙ୍କୁ ପ୍ରେରିତ କରିବାକୁ ଅନୁରୋଧ।”

ଶ୍ରୀ ପ୍ରଧାନ କହିଛନ୍ତି-“ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ପଡ଼ୁଛି। ଏହି ଅବସରରେ ଦେଶର ପ୍ରଧାନସେବକଙ୍କ ଆଦର୍ଶକୁ ଦେଶର ସାମାନ୍ୟ ଲୋକ ପାଳନ କରିବା ନେଇ ଦଳ ପକ୍ଷରୁ ସେବା ସପ୍ତାହ ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନ ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ରାଜ୍ୟବ୍ୟାପୀ ହେଲଥ୍‌ କ୍ୟାମ୍ପ ଓ ରକ୍ତଦାନ ଶିବିର ଶୁଭାରମ୍ଭ ହୋଇଛି। ସପ୍ତାହ ବ୍ୟାପୀ ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ସଫଳ କରାଯିବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story