ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଏକାମ୍ର କାନନରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ଫୁଲ ପ୍ରଦର୍ଶନୀ। ଏହାକୁ ଉଦ୍ଘାଟନ କରିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ। ପ୍ରଦର୍ଶନୀରେ ସେବତୀ, ଗୋଲାପ, ଡାଲିଆ ଓ ବିଭିନ୍ନ ପ୍ରକାରର ଗେଣ୍ଡୁ ଫୁଲ ପ୍ରଦର୍ଶିତ ହୋଇଛି। ତେବେ ଗୋଟିଏ ଜାଗାରେ ରଙ୍ଗ ବେରଙ୍ଗ ଫୁଲର ବନ୍ୟା ଦେଖିବାର ମଜା ଉଠାଉଛନ୍ତି ରାଜଧାନୀବାସୀ।
[caption id="attachment_324535" align="aligncenter" width="967"] ଫଟୋ-ରାକେଶ ରାଉଳ[/caption]
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।
Accident
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ଗଛରେ ପିଟି ହୋଇଗଲା ବାଇକ୍। ଆଉ ଦୁଇ ବାଇକ୍ ଚାଳକଙ୍କ ମଧ୍ୟରୁ ଜଣେ ଆଖି ବୁଜିଥିବା ବେଳେ ଆଉ ଜଣେ ମରଣ ସହ ସଂଘର୍ଷ କରୁଛନ୍ତି।
Science & Environment
୬ ଥିଲା ୧୨ରେ ପହଞ୍ଚିଲା; ୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା
୨୦୨୧ ମସିହାରେ ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ କଲରାପତରିଆ ବାଘ ସଂଖ୍ୟା ୬ ଥିବା ବେଳେ ଏବେ ତାହା ବୃଦ୍ଧି ପାଇ ୧୨ରେ ପହଞ୍ଚିଛି। ଯାହା ଜଙ୍ଗଲ ବିଭାଗ ପାଇଁ ଆଣିଛି ଖୁସି ଖବର।