ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ଭାଇରାଲ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ବିଭିନ୍ନ ବେଶର ଫଟୋ ସୋଶାଲ ମିଡିଆରେ ଭାଇରାଲ ହୋଇଛି। ମନ୍ଦିର ଭିତରେ ହେଉଥିବା ମହାପ୍ରଭୁଙ୍କ କାର୍ତ୍ତିକ ଓ ଦାମୋଦର ବେଶର ଫଟୋ ଏବେ ମୋବାଇଲରୁ ମୋବାଇଲ ଘୂରି ବୁଲୁଛି। ପ୍ରଦୀପ୍ତ ପାତ୍ର ନାମକ ବ୍ୟକ୍ତିଙ୍କ ଫେସବୁକ୍ ଆକାଉଣ୍ଟରୁ ଏହି ଫଟୋ ଭାଇରାଲ ହୋଇଛି। ସୂଚନାଯୋଗ୍ୟ, ଗତ ୨୮ ତାରିଖରେ  ମଧ୍ୟ ଏପରି ଏକ ଭିଡିଓ ସାମନାକୁ ଆସିଥିଲା।  ପୁରୀ ଶ୍ରୀମନ୍ଦିର ଭିତର ବେଢ଼ାର ଭିଡିଓ  ଟିକ୍‌ଟକ୍‌ରେ  ଭାଇରାଲ୍‌ ହୋଇଥିଲା। ଜଣେ ଯୁବତୀ […]

bbsr

bbsr

Jyoshna Pradhan
  • Published: Thursday, 07 November 2019
  • Updated: 07 November 2019, 12:50 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ବିଭିନ୍ନ ବେଶର ଫଟୋ ସୋଶାଲ ମିଡିଆରେ ଭାଇରାଲ ହୋଇଛି। ମନ୍ଦିର ଭିତରେ ହେଉଥିବା ମହାପ୍ରଭୁଙ୍କ କାର୍ତ୍ତିକ ଓ ଦାମୋଦର ବେଶର ଫଟୋ ଏବେ ମୋବାଇଲରୁ ମୋବାଇଲ ଘୂରି ବୁଲୁଛି। ପ୍ରଦୀପ୍ତ ପାତ୍ର ନାମକ ବ୍ୟକ୍ତିଙ୍କ ଫେସବୁକ୍ ଆକାଉଣ୍ଟରୁ ଏହି ଫଟୋ ଭାଇରାଲ ହୋଇଛି।

ସୂଚନାଯୋଗ୍ୟ, ଗତ ୨୮ ତାରିଖରେ  ମଧ୍ୟ ଏପରି ଏକ ଭିଡିଓ ସାମନାକୁ ଆସିଥିଲା।  ପୁରୀ ଶ୍ରୀମନ୍ଦିର ଭିତର ବେଢ଼ାର ଭିଡିଓ  ଟିକ୍‌ଟକ୍‌ରେ  ଭାଇରାଲ୍‌ ହୋଇଥିଲା। ଜଣେ ଯୁବତୀ ଏହି ଭିଡିଓ କରିଥିଲେ।  ସେଥିରେ ବେଢ଼ା ଭିତରେ ଭୋଗ ମଣ୍ଡପ ସମ୍ମୁଖର ଦୃଶ୍ୟ ଓ ଭୋଗ ପାଇଁ ଅବଢ଼ା ବୁହାଯିବା ବେଳର ଦୃଶ୍ୟ କଏଦ ହୋଇଥିଲା।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos