ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦେହରେ ଲାଗି ହେବ ଫୁଲୁରି ତେଲ

ପୁରୀ(ମଧୁସୂଦନ ମିଶ୍ର): ଦିବ୍ୟସ୍ନାନ ପରେ ଜ୍ୱରରେ ପଡ଼ିଥିବା ଶ୍ରୀଜିଉଙ୍କର ଅଣସର ଘରେ ଚାଲିଛି ଗୁପ୍ତ ସେବା। ଆଜି ଅଣସର ପଞ୍ଚମୀ ଥିବାରୁ ମହାପ୍ରଭୁଙ୍କୁ ଫୁଲୁରି ତେଲ ଲାଗି କରାଯିବ। ଏହାପରେ ମହାପ୍ରଭୁଙ୍କ ଜ୍ୱର କିଛିମାତ୍ରାରେ ଉପଶମ ହୋଇଥାଏ ବୋଲି ବିଶ୍ୱାସ ରହିଛି। ବଡ଼ ଓଡ଼ିଆ ମଠ ପକ୍ଷରୁ ଏହି ଫୁଲୁରି ତେଲ ପ୍ରସ୍ତୁତ କରାଯାଇଛି। ଘସାପେଡ଼ା ରାଶିତେଲରେ ସୁବାସିତ ଫୁଲ ଓ ଔଷଧୀୟ ଚେରମୂଳୀରେ ଏହାକୁ ପ୍ରସ୍ତୁତ କରାଯାଇଛି। ଦଇତାପତିମାନେ ଏହି ଫୁଲୁରି ତେଲକୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ […]

oilnnnnnnnnn

oilnnnnnnnnn

Tapaswini Nayak
  • Published: Saturday, 22 June 2019
  • Updated: 26 June 2019, 11:24 AM IST

Sports

Latest News

ପୁରୀ(ମଧୁସୂଦନ ମିଶ୍ର): ଦିବ୍ୟସ୍ନାନ ପରେ ଜ୍ୱରରେ ପଡ଼ିଥିବା ଶ୍ରୀଜିଉଙ୍କର ଅଣସର ଘରେ ଚାଲିଛି ଗୁପ୍ତ ସେବା। ଆଜି ଅଣସର ପଞ୍ଚମୀ ଥିବାରୁ ମହାପ୍ରଭୁଙ୍କୁ ଫୁଲୁରି ତେଲ ଲାଗି କରାଯିବ। ଏହାପରେ ମହାପ୍ରଭୁଙ୍କ ଜ୍ୱର କିଛିମାତ୍ରାରେ ଉପଶମ ହୋଇଥାଏ ବୋଲି ବିଶ୍ୱାସ ରହିଛି।
ବଡ଼ ଓଡ଼ିଆ ମଠ ପକ୍ଷରୁ ଏହି ଫୁଲୁରି ତେଲ ପ୍ରସ୍ତୁତ କରାଯାଇଛି। ଘସାପେଡ଼ା ରାଶିତେଲରେ ସୁବାସିତ ଫୁଲ ଓ ଔଷଧୀୟ ଚେରମୂଳୀରେ ଏହାକୁ ପ୍ରସ୍ତୁତ କରାଯାଇଛି।

ଦଇତାପତିମାନେ ଏହି ଫୁଲୁରି ତେଲକୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ମାଲିସ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story