ବ୍ରହ୍ମପୁର(ଜଗନ୍ନାଥ ସାହୁ):ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ମାଣିକନଗରର ଏକ ଘରୁ ଜଣେ ଫିଜିକ୍ସ ଅଧ୍ୟାପକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ରାଜେନ୍ଦ୍ର କୁମାର ଭୂୟାଁ। ଘର ଭଦ୍ରକ ଜିଲ୍ଲା ଦୋଶି ଗାଁରେ । ସେ କଙ୍କରଡ଼ା ବିଜ୍ଞାନ ମହାବିଦ୍ୟାଳୟରେ ଫିଜିକ୍ସ ଅଧ୍ୟାପକ ଭାବେ କାର୍ଯ୍ୟ କରୁଥିଲେ।
ଗତ ୨୦ ଦିନ ହେଲା ସେ ମାଣିକ ନଗରରେ ସେ ଏକ ଭଡ଼ା ଘରେ ରହୁଥିଲେ। ହେଲେ ୧୫ ଦିନ ହେବ ସେ ରହୁଥିବା ଘରର କବାଟ ବନ୍ଦ ଥିଲା। ଆଜି ଘର ଭିତରୁ ଦୁର୍ଗନ୍ଧ ବାହାରିବା ପରେ ଘର ମାଲିକ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତାଲା ଭାଙ୍ଗି ମୃତଦେହକୁ ଉଦ୍ଧାର କରିଥିଲା। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।