‘ଲୋକତାନ୍ତ୍ରିକ ବ୍ୟବସ୍ଥାକୁ ଗ୍ରାମୀଣ ସାମ୍ୱାଦିକମାନେ ସମୃଦ୍ଧ କରିଥାନ୍ତି’

ଭୁବନେଶ୍ୱର(ଓଡିଶା ରିପୋର୍ଟର): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷରେ କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପକ୍ଷରୁ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ଆୟୋଜିତ ହୋଇଯାଇଛି। ଏଥିରେ ଓଡ଼ିଶା ପ୍ରାନ୍ତର ଅତିରିକ୍ତ ମହାନିର୍ଦ୍ଦେଶକ ତଥା ଅତିରିକ୍ତ ପ୍ରେସ ରେଜିଷ୍ଟ୍ରାର ଶୈଳେଶ କୁମାର ମାଲବ୍ୟ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟଅତିଥିଭାବେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଶ୍ରୀ ଟି. ଆପାଙ୍ଗ ଭାବେ ଯୋଗଦେଇ କର୍ମଶାଳାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ […]

pr

pr

Manoranjan Sial
  • Published: Wednesday, 29 January 2020
  • Updated: 29 January 2020, 05:45 PM IST

Sports

Latest News

ଭୁବନେଶ୍ୱର(ଓଡିଶା ରିପୋର୍ଟର): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷରେ କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପକ୍ଷରୁ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ଆୟୋଜିତ ହୋଇଯାଇଛି। ଏଥିରେ ଓଡ଼ିଶା ପ୍ରାନ୍ତର ଅତିରିକ୍ତ ମହାନିର୍ଦ୍ଦେଶକ ତଥା ଅତିରିକ୍ତ ପ୍ରେସ ରେଜିଷ୍ଟ୍ରାର ଶୈଳେଶ କୁମାର ମାଲବ୍ୟ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟଅତିଥିଭାବେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଶ୍ରୀ ଟି. ଆପାଙ୍ଗ ଭାବେ ଯୋଗଦେଇ କର୍ମଶାଳାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ଡ. ଗୋବିନ୍ଦ ଚକ୍ର ପାଣି ଯୋଗଦେଇଥିଲେ।

ଶ୍ରୀ ମାଲବ୍ୟ କହିଛନ୍ତି-“ସରକାରଙ୍କର ଜନକଲ୍ୟାଣକାରୀ ଯୋଜନାକୁ ସାଧାରଣ ଜନତାଙ୍କ ପାଖରେ ପହଞ୍ଚାଇବାରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଗ୍ରାମାଞ୍ଚଳରେ କାର୍ଯ୍ୟକରୁଥିବା ଗଣମାଧ୍ୟମର ପ୍ରତିନିଧିମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରାଇବାରେ ଉଲ୍ଲେଖନୀୟ ଅବଦାନ ଦେଇଥାନ୍ତି। ବିଭିନ୍ନ ଯୋଜନାର ସୁଫଳ କିପରି ଲୋକମାନେ ପାଇବେ ସେ ସମ୍ପର୍କରେ ସେମାନଙ୍କର ଲେଖା ଓ ରିପୋର୍ଟ ଯଥେଷ୍ଟ ସହାୟକ ହୋଇଥାଏ। ଏପରିକି କାର୍ଯ୍ୟକ୍ରମ ରୂପାୟନ କ୍ଷେତ୍ରରେ ରହିଥିବା ତ୍ରୁଟି ବିଚ୍ୟୁତିକୁ ମଧ୍ୟ ସେମାନେ ଲୋକଲୋଚନକୁ ଆଣି ପ୍ରଶାସନକୁ ସଜାଗ ଓ ପାରଦର୍ଶୀ କରାଇଥାନ୍ତି। ଲୋକତାନ୍ତ୍ରିକ ବ୍ୟବସ୍ଥାକୁ ଗ୍ରାମୀଣ ସାମ୍ୱାଦିକମାନେ ସମୃଦ୍ଧ କରିଥାନ୍ତି।”

କର୍ମଶାଳାରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ୱାଦିକ ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରଫେସର ପ୍ରଦୀପ ମହାପାତ୍ର ଯୋଗଦେଇ ସାମ୍ପ୍ରତିକ ପରିସ୍ଥିତିରେ ଆଧୁନିକ ପ୍ରଯୁକ୍ତିର ବହୁଳ ବ୍ୟବହାର, ସାମ୍ୱାଦିକଙ୍କ ସମ୍ମୁଖରେ ରହିଥିବା ଆହ୍ୱାନ, ସୋଶାଲ ମିଡ଼ିଆର ଉପଯୁକ୍ତ ବ୍ୟବହାର ଏବଂ ପରିବର୍ତ୍ତିତ ସମୟରେ ଗଣମାଧ୍ୟମର ଭୂମିକା ଆଦି ଉପରେ ଆଲୋକପାତ କରିଥିଲେ।

ପତ୍ର ସୂଚନା କାର୍ଯ୍ୟାଳୟ ଗଣଯୋଗାଯୋଗ ଅଧିକାରୀ ପ୍ରଦୀପ କୁମାର ଚୌଧୁରୀ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କର୍ମଶାଳାକୁ ପରିଚାଳନା କରିଥିଲେ। ଶ୍ରୀ ଚୌଧୁରୀ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବିଭିନ୍ନ ବିଭାଗର କାର୍ଯ୍ୟଶୈଳୀ ଓ ବାର୍ତ୍ତାଳାପର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ସେ ଭାରତ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଯଥା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା, ସ୍ୱଚ୍ଛ ଭାରତ ଅଭିଯାନ, ଡିଜିଟାଲ ଇଣ୍ଡିଆ, ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ଓ ଉଜ୍ଜ୍ୱଳା ଯୋଜନା ଆଦି ସମ୍ପର୍କରେ ସଂକ୍ଷେପରେ ଆଲୋଚନା କରିଥିଲେ। ଆଞ୍ଚଳିକ ଜନସମ୍ପର୍କ ବ୍ୟୁରୋର ନିଦ୍ଦେର୍ଶକ ଅଖିଳ କୁମାର ମିଶ୍ର ଯୋଗଦେଇ ଆଞ୍ଚଳିକ ସାମ୍ୱାଦିକଙ୍କୁ ପ୍ରଶିକ୍ଷିତ କରିବା ପାଇଁ ବାର୍ତ୍ତାଳାପ କାର୍ଯ୍ୟକ୍ରମର ଗୁରୁତ୍ୱ ସମ୍ପର୍କରେ ବୁଝାଇଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟତମ ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ଆକାଶବାଣୀର କାର୍ଯ୍ୟକ୍ରମ ମୁଖ୍ୟ ଡ. ହୃଷିକେଶ ପାଣିଗ୍ରାହୀ, ବରିଷ୍ଠ ସାମ୍ୱାଦିକ ଅମ୍ୱିକା ପ୍ରସାଦ ଦାଶ, ବ୍ରହ୍ମପୁର କ୍ଷେତ୍ର ପ୍ରଚାର ଅଧିକାରୀ ମନମୋହନ ପାଢ଼ୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିରଂଚି ନାରାୟଣ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ଏହି ଦିନିକିଆ କର୍ମଶାଳାରେ ବ୍ରହ୍ମପୁରର ପାଖାପାଖି ୪୦ରୁ ଊର୍ଦ୍ଧ୍ୱ ସାମ୍ୱାଦିକ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story