ଓଲଟିଲା ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ଚିଙ୍ଗୁଡ଼ିପୁର ଛକ ନିକଟରେ ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ପଡ଼ିବାରୁ ୨୦ରୁ ଅଧିକ ଗୋରୁ ଆହତ ହୋଇଛନ୍ତି। ଆଜି ସକାଳେ ଗାଡ଼ିଟି ଭାରସାମ୍ୟ ହରାଇ ଡିଭାଇଡରରେ ବାଡ଼େଇ ହୋଇ ଓଲଟି ପଡ଼ିଥିଲା। ଏହାପରେ ସ୍ଥାନୀୟ ଲୋକେ ଗାଡ଼ିକୁ ଉଠାଇ ଗୋରୁଗୁଡ଼ିକୁ ଉଦ୍ଧାର କରିଥିଲେ। ଏହି ଗାଡ଼ିରେ ୩୦ରୁ ଅଧିକ ଗୋରୁ ବେଆଇନ ଭାବରେ ଚାଲାଣ ହେଉଥିବା ସୂଚନା ମିଳିଛି। ଗାଡ଼ିଟି କଟକରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା। […]

accident

accident

Jyoshna Pradhan
  • Published: Friday, 08 November 2019
  • Updated: 08 November 2019, 01:13 PM IST

Sports

Latest News

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ଚିଙ୍ଗୁଡ଼ିପୁର ଛକ ନିକଟରେ ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ପଡ଼ିବାରୁ ୨୦ରୁ ଅଧିକ ଗୋରୁ ଆହତ ହୋଇଛନ୍ତି। ଆଜି ସକାଳେ ଗାଡ଼ିଟି ଭାରସାମ୍ୟ ହରାଇ ଡିଭାଇଡରରେ ବାଡ଼େଇ ହୋଇ ଓଲଟି ପଡ଼ିଥିଲା। ଏହାପରେ ସ୍ଥାନୀୟ ଲୋକେ ଗାଡ଼ିକୁ ଉଠାଇ ଗୋରୁଗୁଡ଼ିକୁ ଉଦ୍ଧାର କରିଥିଲେ। ଏହି ଗାଡ଼ିରେ ୩୦ରୁ ଅଧିକ ଗୋରୁ ବେଆଇନ ଭାବରେ ଚାଲାଣ ହେଉଥିବା ସୂଚନା ମିଳିଛି।

ଗାଡ଼ିଟି କଟକରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା। ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଧାମନଗର ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story