ଓଲଟି ପଡ଼ିଲା ପିକ୍‌ଅପ୍‌ ଭ୍ୟାନ୍

ମାଲକାନଗିରି (ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲା ଚମ୍ପାକାରି ନିକଟରେ ଏକ ପିକ୍ଅପ୍ ଭ୍ୟାନ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି।  ଏଥିରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି।  ଆହତ ଶ୍ରମିକମାନଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଏହି ଶ୍ରମିକମାନେ ବିଦ୍ୟୁତ୍ ମରାମତି କରିବାକୁ ଯାଉଥିଲା। ଏହି ସମୟରେ ଦୁର୍ଘଟଣା ଘଟିଥିଲା।

deadbody

Jitendra Garnayak
  • Published: Wednesday, 07 November 2018
  • , Updated: 07 November 2018, 01:52 PM IST

ମାଲକାନଗିରି (ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲା ଚମ୍ପାକାରି ନିକଟରେ ଏକ ପିକ୍ଅପ୍ ଭ୍ୟାନ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି।  ଏଥିରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି।  ଆହତ ଶ୍ରମିକମାନଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ଏହି ଶ୍ରମିକମାନେ ବିଦ୍ୟୁତ୍ ମରାମତି କରିବାକୁ ଯାଉଥିଲା। ଏହି ସମୟରେ ଦୁର୍ଘଟଣା ଘଟିଥିଲା।

Related story