ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ପାଇକ ତିଗିରିଆ ସ୍ଥିତ ଆରଆଇ ଅଫିସ୍ ନିଟରେ ଏକ ଗୋରୁ ବୋଝେଇ ପିକ୍ଅପ୍ ଭ୍ୟାନ୍ ଓଲଟି ପଡ଼ିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ତାଙ୍କ ପରିଚୟ ମିଳିପାରି ନାହିଁ।
ଭ୍ୟାନରେ ଥିବା ୨ଟି ଗୋରୁଙ୍କର ମଧ୍ୟ ମୃତ୍ୟୁ ଘଟିଛି।
ପିକ୍ଅପ୍ ଭ୍ୟାନ୍ରେ ଗୋରୁ ଚାଲାଣ ହେଉଥିବା ସନ୍ଦେହ କରି ଲୋକେ ଏହାକୁ ପିଛା କରିଥିଲେ। ଭୟରେ ଡ୍ରାଇଭର ଦ୍ରୁତ ଗତିରେ ଯାଉଥିବାବେଳେ ଭାରସାମ୍ୟ ହରାଇ ଗାଡ଼ିଟି ଓଲଟି ପଡ଼ିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।