ଗାଙ୍ଗପୁର ଥାନା ଆଇଆଇସିଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବିରେ ଜନସ୍ୱାର୍ଥ ମାମଲା

କଟକ(ଓଡ଼ିଶା ରିପୋର୍ଟର): ସର୍ଭିସ୍ ପିସ୍ତଲରୁ ଗୁଳି ଫୁଟି ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଆଇଆଇସି ଦେବ ଗମାଙ୍ଗଙ୍କ ମୃତ୍ୟୁ ଘଟଣା ହାଇକୋର୍ଟରେ ପହଞ୍ଚିଛି। ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଛି। ଅଭିଯୋଗ ଆସିଥିବା ୨ ପୁଲିସ କର୍ମଚାରୀଙ୍କ ପଲିଗ୍ରାଫ୍ ଟେଷ୍ଟ କରିବାକୁ ଆବେଦନରେ ଅନୁରୋଧ କରାଯାଇଛି। ଏହି ମାମଲାରେ ଭଞ୍ଜନଗର ଏସ୍‌ଡିପିଓ ଓ ଆଇଆଇସିଙ୍କ ସମେତ ୭ ଜଣଙ୍କୁ […]

IIc

IIc

Tapaswini Nayak
  • Published: Monday, 04 April 2022
  • Updated: 04 April 2022, 05:08 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ସର୍ଭିସ୍ ପିସ୍ତଲରୁ ଗୁଳି ଫୁଟି ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଆଇଆଇସି ଦେବ ଗମାଙ୍ଗଙ୍କ ମୃତ୍ୟୁ ଘଟଣା ହାଇକୋର୍ଟରେ ପହଞ୍ଚିଛି। ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଛି। ଅଭିଯୋଗ ଆସିଥିବା ୨ ପୁଲିସ କର୍ମଚାରୀଙ୍କ ପଲିଗ୍ରାଫ୍ ଟେଷ୍ଟ କରିବାକୁ ଆବେଦନରେ ଅନୁରୋଧ କରାଯାଇଛି। ଏହି ମାମଲାରେ ଭଞ୍ଜନଗର ଏସ୍‌ଡିପିଓ ଓ ଆଇଆଇସିଙ୍କ ସମେତ ୭ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି।

ଗତ ମାର୍ଚ୍ଚ ୨୫ ତାରିଖରେ ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ ହୋଇଥିଲା। ନିଜ ସର୍ଭିସ୍ ପିସ୍ତଲରୁ ଗୁଳି ଫୁଟି ଦେବ ଗମାଙ୍ଗ ମୃତ୍ୟୁ ହୋଇଥିଲା କୁହାଯାଇଥିଲା। ସେହି ସମୟରେ ତାଙ୍କ ସରକାରୀ କ୍ୱାର୍ଟରରେ ଭଞ୍ଜନଗର ଏସ୍‌ଡିପିଓ ଓ ଆଇଆଇସି ଉପସ୍ଥିତ ଥିବା ଆଇଆଇସି ଦେବ ଗମାଙ୍ଗଙ୍କ ମା’ ସୂଚନା ଦେଇଥିଲେ। ତେବେ କେମିତି ଗୁଳି ଫୁଟିଲା ସେନେଇ ଏଯାଏ କିଛି ସ୍ପଷ୍ଟ ହୋଇନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story