ପିନାକୀ, ଅନୁଭବ ଓ ଅଚ୍ୟୁତଙ୍କୁ ନୂଆ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଲୋକସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ନିଯୁକ୍ତି ମିଳିଛି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ମିଶ୍ରଙ୍କୁ ଲୋକସଭାରେ ଦଳର ନେତା ଭାବେ ମନୋନୀତ କରିଥିବାବେଳେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ମୁଖ୍ୟ ସଚେତକ ଓ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ଉପମୁଖ୍ୟ ସଚେତକ ଭାବେ ମନୋନୀତ କରିଛନ୍ତି। ସେହିପରି ବିଜେଡି ଭାଗରେ ଆବଣ୍ଟନ ହେବାକୁ ଥିବା ସଂସଦୀୟ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ […]

54

54

Jyoshna Pradhan
  • Published: Sunday, 02 June 2019
  • Updated: 02 June 2019, 08:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଲୋକସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ନିଯୁକ୍ତି ମିଳିଛି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ମିଶ୍ରଙ୍କୁ ଲୋକସଭାରେ ଦଳର ନେତା ଭାବେ ମନୋନୀତ କରିଥିବାବେଳେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ମୁଖ୍ୟ ସଚେତକ ଓ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ଉପମୁଖ୍ୟ ସଚେତକ ଭାବେ ମନୋନୀତ କରିଛନ୍ତି।

ସେହିପରି ବିଜେଡି ଭାଗରେ ଆବଣ୍ଟନ ହେବାକୁ ଥିବା ସଂସଦୀୟ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଭାବେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ମନୋନୀତ କରାଯାଇଛି ବୋଲି ଦଳର ସାଧାରଣ ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଚଳିତ ଲୋକସଭାରେ ବିଜେଡିର ୧୨ଜଣ ସାଂସଦ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos