ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିପିଲି ଉପନିର୍ବାଚନ ଲାଗି ବିଜେପି ଓ ବିଜେଡି ତା'ର ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଏବେ କଂଗ୍ରେସ ମଧ୍ୟ ତା'ର ପ୍ରାର୍ଥୀ ଘୋଷଣା କରିଛି। ଅଜିତ ମଙ୍ଗରାଜ ପିପିଲିରେ କଂଗ୍ରେସ ପ୍ରାର୍ଥୀ ହେବେ। ଏବେ ପୁରୀ ଜିଲ୍ଲା କଂଗ୍ରେସର ସଭାପତି ଅଛନ୍ତି ଅଜିତ।
ସେ ଗତ ୨୦୧୯ ନିର୍ବାଚନରେ ମଧ୍ୟ କଂଗ୍ରେସ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବେ ତାଙ୍କ ନାଁ ଘୋଷଣା ହେବା ପରେ ପ୍ରତିକ୍ରିୟା ଦେଇ ଦଳୀୟ ନେତୃମଣ୍ଡଳୀକୁ ଧନ୍ୟବାଦ ଜଣାଇଛନ୍ତି ଅଜିତ।
ପିପିଲି ଲଢ଼େଇ ପାଇଁ ପୂର୍ବରୁ ବିଜେପି ଆଶ୍ରିତ ପଟ୍ଟନାୟକଙ୍କୁ ଓ ବିଜେଡି ରୁଦ୍ରପ୍ରତାପ ମହାରଥୀଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି । ତେଣୁ ଆସନ୍ତା ଉପନିର୍ବାଚନରେ ଆଶ୍ରିତ ପଟ୍ଟନାୟକ ବନାମ ରୁଦ୍ରପ୍ରତାପ ମହାରଥି ବନାମ୍ ଅଜିତ ମଙ୍ଗରାଜ ଟକ୍କର୍ ହେବାକୁ ଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଡଙ୍ଗା ଆଣିବା ପାଇଁ ପୋଖରୀକୁ ଯାଇ ବୁଡ଼ିଗଲେ ଦୁଇ ନାବାଳିକା
ଆଜି ଥିଲା କାର୍ତ୍ତିକ ପୂର୍ଣ୍ଣିମା। ତେଣୁ ସକାଳେ ସକାଳେ ବସ୍ତା ଥାନା ପଣିଶାପଡା ଗାଁର ଦିଲ୍ଲୀପ କୁମାର ଦାସ ଓ ମାନସ ନନ୍ଦଙ୍କ ପରିବାର ଲୋକ ଘର ପାର୍ଶ୍ୱ ପୋଖରୀରେ ଡଙ୍ଗା ଭସାଇଥିଲେ।
Miscellaneous
ଗାଁରେ ମହାବଳର ପଦ ଚିହ୍ନ! ଲୋକେ ଭୟଭୀତ
ଗତ କିଛି ଦିନ ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ ମହାବଳ ଆତଙ୍କ ଖେଳାଇବା ସହ ଗୃହ ପାଳିତ ପଶୁ ମାରି ଖାଇବା ପରେ ଆଜି ସକାଳେ ଗଜପତି ଜିଲ୍ଲା ଚନ୍ଦ୍ରଗିରି ବନାଞ୍ଚଳ ଆକିଲି ଫାର୍ମ ନିକଟରେ ବାଘର ପାଦ ଚିହ୍ନ ଠାବ କରିଛି ବନ ବିଭାଗ।
Events & Festivals
ହିନ୍ଦୁ ମୁସଲିମ ସଦଭାବନା ପୀଠ ହେଉଛି ଜାହାନିଆଁ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ପ୍ରତ୍ୟୁଷରେ ଜାହାନିଆଁ ପିରଙ୍କ ପୀଠରେ ମୌଲବୀ(ମୁସଲିମ୍ ପୂଜକମାନେ) ସ୍ଵତନ୍ତ୍ର ନୀତି କରିଥିଲେ। ତା’ପରେ ଶ୍ରଦ୍ଧାଳୁମାନେ ପୀଠକୁ ଯାଇ ପିରବାବାଙ୍କ ଆଶୀର୍ବାଦ ନେଇଥିଲେ।
Miscellaneous
‘ପାରାଦୀପ ହେଉଛି ପ୍ରଗତିର ମୁଖଶାଳା’
ପାରାଦୀପ ହେଉଛି ପ୍ରଗତିର ମୁଖଶାଳା । ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବକୁ ଉଦଘାଟିତ କରି ଏଭଳି କହଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
Accident
ବୋଇତ ବନ୍ଦାଣ ଉତ୍ସବ ବେଳେ ଅଘଟଣ, ମଝି ସମୁଦ୍ରରେ ଫସିଲା ଦୁଇ ବୋଟ୍
ସାଧବ ପୁଅଙ୍କୁ ନେଇ ସମୁଦ୍ରକୁ ଯାଇଥିବା ଦୁଇ ବୋଟ୍ ସମୁଦ୍ର ମଝିରେ ଫସି ରହିଛି। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ପ୍ରାୟ ୫୦ରୁ ଅଧିକ ଲୋକ ମଝି ସମୁଦ୍ରରେ ଫସି ରହିଛନ୍ତି।