‘ରାଉରକେଲା ଆଇଜିଏଚ୍‌ରେ ହେବ ପ୍ଲାଜମା ଥେରାପି’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଖୁବ୍‌ଶୀଘ୍ର ରାଉରକେଲା ଆଇଜିଏଚ୍‌ରେ ଆରମ୍ଭ ହେବ ପ୍ଲାଜମା ଥେରାପି।  ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଚିକିତ୍ସାଧୀନ ଥିବା ଗୁରୁତର ‘କରୋନା’ ରୋଗୀଙ୍କୁ ଆଇଜିଏଚ୍‌ରେ ପ୍ଲାଜମା ଥେରାପି ଦିଆଯିବ। ସେଠାରେ ପ୍ଲାଜମା ବ୍ୟାଙ୍କ ମଧ୍ୟ ପ୍ରତିଷ୍ଠା ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ସଂକ୍ରମଣ ବହୁଳ ସୁନ୍ଦରଗଡ଼ ଓ ଯାଜପୁର ଜିଲ୍ଲାରେ କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍ କେୟାର୍ ସେଣ୍ଟର ଭିତ୍ତିଭୂମି ବିକାଶ ପାଇଁ ୫ କୋଟି ଟଙ୍କା ଲେଖାଏଁ […]

plasma-therapy

plasma-therapy

Manoranjan Sial
  • Published: Wednesday, 22 July 2020
  • Updated: 22 July 2020, 09:16 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଖୁବ୍‌ଶୀଘ୍ର ରାଉରକେଲା ଆଇଜିଏଚ୍‌ରେ ଆରମ୍ଭ ହେବ ପ୍ଲାଜମା ଥେରାପି।  ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଚିକିତ୍ସାଧୀନ ଥିବା ଗୁରୁତର ‘କରୋନା’ ରୋଗୀଙ୍କୁ ଆଇଜିଏଚ୍‌ରେ ପ୍ଲାଜମା ଥେରାପି ଦିଆଯିବ। ସେଠାରେ ପ୍ଲାଜମା ବ୍ୟାଙ୍କ ମଧ୍ୟ ପ୍ରତିଷ୍ଠା ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏଥିସହ ସଂକ୍ରମଣ ବହୁଳ ସୁନ୍ଦରଗଡ଼ ଓ ଯାଜପୁର ଜିଲ୍ଲାରେ କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍ କେୟାର୍ ସେଣ୍ଟର ଭିତ୍ତିଭୂମି ବିକାଶ ପାଇଁ ୫ କୋଟି ଟଙ୍କା ଲେଖାଏଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରାଯାଇଛି। ରାଉରକେଲାରେ କୋଭିଡ୍‌ କେୟାର ସେଣ୍ଟର ବେଡ୍‌ ସଂଖ୍ୟା ୭୦୦ରୁ ୧୭ ଶହ ଓ ଯାଜପୁର ଜିଲ୍ଲାରେ କୋଭିଡ୍‌ ଚିକିତ୍ସା ପାଇଁ ଅଧିକ ୨୫୦ ବେଡ୍ ବୃଦ୍ଧି କରାଯିବ ବୋଲି ମୁଖ୍ୟଶାସନ ସଚିବ ଅସିତ ତ୍ରିପାଠୀ ଆଜି ପ୍ରକାଶ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story