ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟରେ ବ୍ୟାନ୍‌ ହେବ ପ୍ଲାଷ୍ଟିକ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲାଗୁ ହେବ। ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀରୁ ପ୍ଲାଷ୍ଟିକ ଉପରେ କଟକଣା ଲାଗୁ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆସନ୍ତା ୨ ବର୍ଷରେ ରାଜ୍ୟରେ ସଂପୂର୍ଣ୍ଣ ଭାବେ ପ୍ଲାଷ୍ଟିକ୍ ବ୍ୟାନ୍ ହେବ। ପ୍ଲାଷ୍ଟିକ୍ ଯୋଗୁ ପରିବେଶ ପ୍ରଦୂଷଣ ବଢ଼ୁଛି। ତେଣୁ ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି।

SONY DSC

Rakesh Mallick
  • Published: Tuesday, 10 July 2018
  • , Updated: 10 July 2018, 02:31 PM IST

Related story